Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ଵାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ

Gade chapit la Kopi

ଓଡିଆ ବାଇବେଲ

20 ସେହି ପଥରେ ଯୀଶୁଙ୍କ ରକ୍ତ ଦ୍ୱାରା ମହାପବିତ୍ର ସ୍ଥାନରେ ପ୍ରବେଶ କରିବା ନିମନ୍ତେ ଆମ୍ଭମାନଙ୍କର ସାହସ ଥିବାରୁ

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

20 ସେ ତାଙ୍କର ଶରୀରରୂପ ପର୍ଦ୍ଦା ମଧ୍ୟଦେଇ ଆମ୍ଭମାନଙ୍କ ନିମନ୍ତେ ଏକ ନୂତନ ଜୀବନ୍ତ ପଥ ଉନ୍ମୁକ୍ତ କରିଛନ୍ତି।

Gade chapit la Kopi

ପବିତ୍ର ବାଇବଲ

20 ଯୀଶୁଙ୍କ ଦ୍ୱାରା ଖୋଲି ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦେଇ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ୟଦେଇ ଯାଏ ଯାହାକି ଯୀଶୁଙ୍କ ଶରୀର ଅଟେ।

Gade chapit la Kopi




ଏବ୍ରୀ 10:20
20 Referans Kwoze  

ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।


ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;


ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।


ସେହି ଭରସା ଆମ୍ଭମାନଙ୍କ ଆତ୍ମାର ଲଙ୍ଗର ସ୍ୱରୂପ, ତାହା ବିଚ୍ଛେଦବସ୍ତ୍ରାବୃତ ସ୍ଥାନରେ ପ୍ରବେଶ କରି ଦୃଢ଼ ଓ ଅଟଳ ହୋଇଅଛି,


ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।


ଏହା ଦ୍ୱାରା ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ବରଙ୍କଠାରୁ ଆଗତ,


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।


ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା।


ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା।


ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା,


ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ଭ୍ରାତା ହାରୋଣକୁ କୁହ, ଯେପରି ତାହାର ମୃତ୍ୟୁୁ ନ ହୁଏ, ଏଥିପାଇଁ ବିଚ୍ଛେଦ ବସ୍ତ୍ର ଭିତରେ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖସ୍ଥ ପବିତ୍ର ସ୍ଥାନରେ ସର୍ବଦା ପ୍ରବେଶ କରିବ ନାହିଁ; କାରଣ ଆମ୍ଭେ ପାପାଚ୍ଛାଦନ ଉପରେ ମେଘରେ ଦର୍ଶନ ଦେବା।


କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।


ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି,


ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”


ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।


Swiv nou:

Piblisite


Piblisite