ଏବ୍ରୀ 10:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତ-ଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ବରଙ୍କ ନିକଟବର୍ତ୍ତୀ ହେଉ; Gade chapit laପବିତ୍ର ବାଇବଲ (Re-edited) - (BSI)22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ଵାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ଵାସରେ ଈଶ୍ଵରଙ୍କ ନିକଟବର୍ତ୍ତୀ ହେଉ; Gade chapit laଓଡିଆ ବାଇବେଲ22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ; Gade chapit laପବିତ୍ର ବାଇବଲ (CL) NT (BSI)22 ଅତଏବ ଆସ, ଆମ୍ଭେମାନେ ଶୁଦ୍ଧ ଅନ୍ତଃକରଣ ଓ ଦୃଢ଼ ବିଶ୍ୱାସ ସହହ ଈଶ୍ୱରଙ୍କ ନିକଟକୁ ଯିବା; କାରଣ ଆମ୍ଭୋନେ ଏବେ କଳୁଷିତ ବିବେକରୁ ଶୁଚି ହୋଇଛୁ ଓ ଆମ ଶରୀର ନିର୍ମଳ ଜଳରେ ଧୌତ ହୋଇଛି Gade chapit laପବିତ୍ର ବାଇବଲ22 ଆମ୍ଭର ଦେହ ଶୁଦ୍ଧ ଜଳରେ ସ୍ନାନ କରିଛି। ଅତଏବ ପରମେଶ୍ୱରଙ୍କ ପାଖକୁ ସତ୍ୟନିଷ୍ଠା ହୃଦୟରେ ଆସ। ଆମ୍ଭ ବିଶ୍ୱାସ ହେତୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।