Biblia Todo Logo
Bib sou entènèt

- Piblisite -




ଏବ୍ରୀ 10:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆମ୍ଭେମାନେ ଯେଉଁ ଭରସା ସ୍ଵୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ଵସ୍ତନ୍ତ

Gade chapit la Kopi

ଓଡିଆ ବାଇବେଲ

23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯେଉଁ ଭରସା ଆମ୍ଭମାନଙ୍କର ଅଛି ବୋଲି ସ୍ୱୀକାର କରୁଛୁ, ସେଥିରେ ଆମେ ଦୃଢ଼ ରହିବା ଉଚିତ, କାରଣ ଆମେ ଈଶ୍ୱରଙ୍କ ପ୍ରତିଶ୍ରୁତି ଉପରେ ଆସ୍ଥା ରଖିପାରୁ।

Gade chapit la Kopi

ପବିତ୍ର ବାଇବଲ

23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗରେ ବ୍ୟକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ୱରଙ୍କଠାରେ ବିଶ୍ୱାସ କରି ପାରିବା।

Gade chapit la Kopi




ଏବ୍ରୀ 10:23
16 Referans Kwoze  

ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।


ଈଶ୍ବର ବିଶ୍ୱସ୍ତ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।


କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।


ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଈଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।


ଈଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥିନିମନ୍ତେ ମୁଁ ପ୍ରେରିତ ହୋଇଅଛି;


କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ବର ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରିପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।


ଆମ୍ଭେ ଶୀଘ୍ର ଆସୁଅଛୁ; ତୁମ୍ଭର ମୁକୁଟକୁ ଯେପରି କେହି ହରଣ କରି ନ ନିଏ, ଏଥିନିମନ୍ତେ ତୁମ୍ଭର ଯାହା ଅଛି, ତାହା ଦୃଢ଼ରୂପେ ଧରି ରଖ।


କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ, କାରଣ ଯେ ସନ୍ଦେହ କରେ, ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ।


ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;


ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଈଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।


ହେ ସଦାପ୍ରଭୋ, ମୋହର ବିଚାର କର, କାରଣ ମୁଁ ନିଜ ସିଦ୍ଧତାରେ ଆଚରଣ କରିଅଛି; ମଧ୍ୟ ମୁଁ ଅଟଳ ଭାବରେ ସଦାପ୍ରଭୁଙ୍କର ଶରଣ ନେଇଅଛି।


ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।


ଅର୍ଥାତ୍‍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତି ବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି,


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


Swiv nou:

Piblisite


Piblisite