ଏବ୍ରୀ 10:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ! Gade chapit laପବିତ୍ର ବାଇବଲ (Re-edited) - (BSI)29 ତେବେ ଭାବି ଦେଖ, ଯେ ଈଶ୍ଵରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ଵାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ତର ଯୋଗ୍ୟ ନ ହେବ ! Gade chapit laଓଡିଆ ବାଇବେଲ29 ତେବେ ଭାବି ଦେଖ, ଯେ ଈଶ୍ୱରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ସାମାନ୍ୟ ବିଷୟ ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ ! Gade chapit laପବିତ୍ର ବାଇବଲ (CL) NT (BSI)29 ତାହାହେଲେ, ଯିଏ ଈଶ୍ୱରଙ୍କ ପୁତ୍ରଙ୍କୁ ହେୟ ଜ୍ଞାନ କରେ, ଈଶ୍ୱରଙ୍କ ନୂତନ ନିୟମର ରକ୍ତ ଦ୍ୱାରା ପାପ ମୋଚନ ସୁଯୋଗ ପାଇଥିବା ସତ୍ତେ୍ୱତାକୁ ତୁଚ୍ଛ ମନେ କରେ ଏବଂ ନଅୁଗ୍ରହଦାତା ପବିତ୍ରଆତ୍ମାଙ୍କୁ ଅପମମାନ କରେ, ତାହାର ଦଶା କ’ଣ ନ ହେବ? ଭାବି ଦେଖ, ସେ କେତେ ଅଧିକ ଦଣ୍ଡନୀୟ ହେବ। Gade chapit laପବିତ୍ର ବାଇବଲ29 ତା'ହେଲେ ଯେଉଁ ଲୋକ ପରମେଶ୍ୱରଙ୍କ ପୁତ୍ର ପ୍ରତି ଘୃଣା ପ୍ରଦର୍ଶିତ କରେ, ତା’ ପାଇଁ କ’ଣ ଦଣ୍ଡବିଧାନ ହେବା ଉଚିତ୍? ଏହା ନିଶ୍ଚିତ ଯେ ତା'ର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ। ନୂତନ ନିୟମ ଆରମ୍ଭ କରି ଥିବା ରକ୍ତ ପ୍ରତି ଯେଉଁ ଲୋକ ଅସମ୍ମାନଭାବ ପ୍ରଦର୍ଶିତ କରିଛି, ଓ ଅନୁଗ୍ରହର ଆତ୍ମା ପ୍ରତି ଘୃଣାଭାବ ପ୍ରଦର୍ଶିତ କରିଛି, ସେହି ଲୋକର ଦଣ୍ଡ ଅଧିକ ଖରାପ ପ୍ରକାରର ହେବ କାରଣ ସେହି ରକ୍ତ ସେହି ଲୋକକୁ ଥରେ ପବିତ୍ର କରିଥିଲା। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।