ଏବ୍ରୀ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ। Gade chapit laପବିତ୍ର ବାଇବଲ (Re-edited) - (BSI)4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ। Gade chapit laଓଡିଆ ବାଇବେଲ4 କାରଣ ବୃଷ ଓ ଛାଗର ରକ୍ତ ଯେ ପାପ ହରଣ କରିବ, ଏହା ଅସମ୍ଭବ । Gade chapit laପବିତ୍ର ବାଇବଲ (CL) NT (BSI)4 କାରଣ ବୃକ୍ଷ ଓ ଛାଗର ରକ୍ତ କଦାପି ପାପ ମୋଚନ କରିପାରେ ନାହିଁ। Gade chapit laପବିତ୍ର ବାଇବଲ4 ଏହାର କାରଣ ହେଲା ଯେ, ବଳଦମାନଙ୍କ ଓ ଛେଳିମାନଙ୍କ ରକ୍ତ ପାପ ହରଣ କରିବା ପାଇଁ ସକ୍ଷମ ନୁହନ୍ତି। Gade chapit la |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;