Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ହୋଇଥାଆନ୍ତା।

Gade chapit la Kopi

ଓଡିଆ ବାଇବେଲ

15 ପୁଣି, ଯେଉଁ ଦେଶରୁ ସେମାନେ ବାହାରି ଆସିଥିଲେ, ଯଦି ପ୍ରକୃତରେ ସେହି ଦେଶକୁ ସ୍ମରଣ କରିଥାଆନ୍ତେ, ତାହାହେଲେ ସେମାନଙ୍କର ବାହୁଡ଼ି ଯିବାକୁ ସୁଯୋଗ ହୋଇଥାଆନ୍ତା ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ସେମାନେ ଯେଉଁ ଦେଶ ଛାଡ଼ି ଆଓିଥିଲେ, ସେ ଦେଶକୁ ଆଉ ସ୍ମରଣ କରୁ ନ ଥିଲେ। ଯଦି ସ୍ମରଣ କରିଥାଆନ୍ତେ ତେବେ ସେଠାକୁ ସେମାନେ ଫେରି ଯିବାକୁ ସୁଯୋଗ ପାଇ ଥାଆନ୍ତେ।

Gade chapit la Kopi

ପବିତ୍ର ବାଇବଲ

15 ଯଦି ସେମାନେ ପୂର୍ବରୁ ଛାଡ଼ି ଥିବା ଦେଶ ବିଷୟରେ ଭାବୁ ଥିଲେ, ସେମାନେ ସେହି ସ୍ଥାନକୁ ଫେରିବାକୁ ଗୋଟିଏ ସୁଯୋଗ ଖୋଜି ପାଇ ପାରି ଥା’ନ୍ତେ।

Gade chapit la Kopi




ଏବ୍ରୀ 11:15
7 Referans Kwoze  

ସେହି ସମୟରେ ସେହି ଦେଶରେ ଦୁର୍ଭିକ୍ଷ ହେବାରୁ ଅବ୍ରାମ ମିସର ଦେଶରେ ପ୍ରବାସ କରିବାକୁ ଯାତ୍ରା କଲେ; ଯେହେତୁ ଦେଶରେ ଅତିଶୟ ଦୁର୍ଭିକ୍ଷ ପଡ଼ିଥିଲା।


ଏଥିଉତ୍ତାରେ ତେରହ ଆପଣା ପୁତ୍ର ଅବ୍ରାମଙ୍କୁ ଓ ହାରଣର ପୁତ୍ର ଲୋଟ ନାମକ ପୌତ୍ରକୁ, ପୁଣି, ଅବ୍ରାମଙ୍କ ଭାର୍ଯ୍ୟା ସାରୀ ନାମ୍ନୀ ପୁତ୍ରବଧୂଙ୍କୁ ସଙ୍ଗରେ ନେଲେ; ଆଉ ସେମାନେ ସମସ୍ତେ କଲ୍‍ଦୀୟମାନଙ୍କ ଊରଠାରୁ କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି ହାରଣ ନଗରରେ ଉତ୍ତରି ବସତି କଲେ।


ପୁଣି, ଆପଣା ଉପାର୍ଜ୍ଜିତ ପଶ୍ୱାଦି ସକଳ ଧନ, ଅର୍ଥାତ୍‍, ପଦ୍ଦନ୍‍ ଅରାମରେ ଯେଉଁ ପଶୁ ଓ ଯେଉଁ ସମ୍ପତ୍ତି ଉପାର୍ଜ୍ଜନ କରିଥିଲା, ତାହା ଘେନି କିଣାନ ଦେଶରେ ଆପଣା ପିତା ଇସ୍‌ହାକ ନିକଟକୁ ପ୍ରସ୍ଥାନ କଲା।


ମାତ୍ର, ତୁମ୍ଭେ ଆମ୍ଭ ଦେଶୀୟ ଜ୍ଞାତିମାନଙ୍କ ନିକଟକୁ ଯାଇ ମୋʼ ପୁତ୍ର ଇସ୍‌ହାକ ନିମନ୍ତେ କନ୍ୟା ଆଣିବ।”


କାରଣ ଯେଉଁମାନେ ଏହିପରି କଥା କହନ୍ତି, ସେମାନେ ଯେ ନିଜର ଗୋଟିଏ ଦେଶ ଅନ୍ୱେଷଣ କରୁଅଛନ୍ତି, ଏହା ପ୍ରକାଶ କରନ୍ତି।


Swiv nou:

Piblisite


Piblisite