Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଇସ୍‌ହାକଙ୍କଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଇସ୍‍ହାକଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ଵିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,

Gade chapit la Kopi

ଓଡିଆ ବାଇବେଲ

18 ଇସ୍‍ହାକଠାରୁ ତୁମ୍ଭର ବଂଶ ଖ୍ୟାତ ହେବ, ସେହି ବ୍ୟକ୍ତି ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଉତ୍ସର୍ଗ କରିବାକୁ ଯାଉଥିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

18 ଈଶ୍ୱର ତାଙ୍କୁ କହିଥିଲେ, “ମୁଁ ତୁମକୁ ଯେଉଁ ବଂଶଧର ଦେବି ବୋଲି ପ୍ରତିଶ୍ରଚତି ଦେଇଛି, ତାହା ଇସାହାକଙ୍କଠାରୁ ହିଁ ଉତ୍ପନ୍ନ ହେବ।”

Gade chapit la Kopi




ଏବ୍ରୀ 11:18
4 Referans Kwoze  

ସେତେବେଳେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଏହି ବାଳକ ଓ ତୁମ୍ଭ ଦାସୀ ନିମନ୍ତେ ଦୁଃଖିତ ହୁଅ ନାହିଁ; ସାରା ତୁମ୍ଭକୁ ଯାହା କହୁଅଛି, ତାହାର ସେହି କଥାରେ ମନୋଯୋଗ କର; ଯେହେତୁ ଇସ୍‌ହାକଠାରୁ ତୁମ୍ଭର ବଂଶ ବିଖ୍ୟାତ ହେବ।


କିଅବା ଅବ୍ରହାମଙ୍କ ବଂଶ ବୋଲି ଯେ ସମସ୍ତେ ସନ୍ତାନ, ତାହା ନୁହେଁ; କିନ୍ତୁ “ଇସ୍‌ହାକଙ୍କଠାରେ ତୁମ୍ଭର ବଂଶ ଖ୍ୟାତ ହେବ।”


ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।


ଈଶ୍ବର ଅତୀତରେ ବିଭିନ୍ନ ସ୍ଥାନରେ ଓ ବିଭିନ୍ନ ପ୍ରକାରେ ଭାବବାଦୀମାନଙ୍କ ଦ୍ୱାରା ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ କଥା କହି,


Swiv nou:

Piblisite


Piblisite