Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ବିଶ୍ଵାସ ଦ୍ଵାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲା ପରି ସୁସ୍ଥିର ରହିଲେ।

Gade chapit la Kopi

ଓଡିଆ ବାଇବେଲ

27 ବିଶ୍ୱାସ ଦ୍ୱାରା ସେ ରାଜାଙ୍କ କ୍ରୋଧକୁ ଭୟ ନ କରି ମିସର ପରିତ୍ୟାଗ କଲେ, ଯେଣୁ ଯେ ଅଦୃଶ୍ୟ, ତାହାଙ୍କୁ ଦର୍ଶନ କଲାପରି ସୁସ୍ଥିର ରହିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

27 ମୋଶା ତାଙ୍କ ବିଶ୍ୱାସ ବଳରେ ରାଜାଙ୍କର କ୍ରୋଧକୁ ଭୟ ନ କରି ମିସର ଦେଶ ପରିତ୍ୟାଗ କରିଥିଲେ। ସେତେ ଯେପରି ସେ ଯିବାକୁ ବଦ୍ଧପରିକର ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

27 ନିଜ ବିଶ୍ୱାସ କାରଣରୁ ମୋଶା ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କ୍ରୋଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ୟ ପରମେଶ୍ୱରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ୱାସରେ ଦୃଢ଼ ଥିଲେ।

Gade chapit la Kopi




ଏବ୍ରୀ 11:27
27 Referans Kwoze  

ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ।


ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ।


ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।


ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।


ତହିଁରେ ତୁମ୍ଭର ଏହି ସମସ୍ତ ଦାସମାନେ ମୋʼ ନିକଟକୁ ନତ ହୋଇ ଆସିବେ ଓ ମୋତେ ପ୍ରଣାମ କରି କହିବେ, ‘ତୁମ୍ଭେ ଓ ତୁମ୍ଭର ଅନୁଗତ ସମସ୍ତ ଲୋକ ବାହାରି ଯାଅ;’ ତହିଁ ଉତ୍ତାରେ ମୁଁ ବାହାରି ଯିବି।” ଏଥିଉତ୍ତାରେ ସେ ପ୍ରଚଣ୍ଡ କ୍ରୋଧରେ ଫାରୋଙ୍କ ନିକଟରୁ ବାହାରିଗଲେ।


ଆଉ ସଦାପ୍ରଭୁ ମିଦୀୟନରେ ମୋଶାଙ୍କୁ କହିଥିଲେ, “ତୁମ୍ଭେ ମିସରକୁ ଫେରିଯାଅ; ଯେହେତୁ ଯେଉଁ ଲୋକମାନେ ତୁମ୍ଭ ପ୍ରାଣ ଅନ୍ୱେଷଣ କରୁଥିଲେ, ସେମାନେ ସମସ୍ତେ ମରିଅଛନ୍ତି।”


ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ


କିନ୍ତୁ ଆଲୋକ ପ୍ରାପ୍ତ ହେଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ନାନା ଦୁଃଖଭୋଗରୂପ କଠୋର ସଂଗ୍ରାମ ସହ୍ୟ କରିଥିଲ, ସେହି ପୂର୍ବ ସମୟକୁ ସ୍ମରଣରେ ଆଣ;


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।


ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ।


ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ଏହି ପ୍ରକାରେ ତୁମ୍ଭେମାନେ ତାହା ଚଞ୍ଚଳ ଭୋଜନ କରିବ, କାରଣ ତୁମ୍ଭେମାନେ କଟିବନ୍ଧନ କରି ପାଦରେ ପାଦୁକା ଦେଇ ହସ୍ତରେ ଯଷ୍ଟି ଘେନି ଯାତ୍ରା କରିବା ନିମନ୍ତେ ପ୍ରସ୍ତୁତ ହେବ; ଏହା ସଦାପ୍ରଭୁଙ୍କର ନିସ୍ତାର ପର୍ବ।


ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍‍।


ଦାଉଦ ତ ତାହାଙ୍କ ବିଷୟରେ କହନ୍ତି, “‘ମୁଁ ସର୍ବଦା ମୋହର ସମ୍ମୁଖରେ ପ୍ରଭୁଙ୍କୁ ଦର୍ଶନ କରୁଥିଲି, କାରଣ ମୁଁ ଯେପରି ବିଚଳିତ ନ ହୁଏ, ସେଥିପାଇଁ ସେ ମୋହର ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି।


ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ; ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।”


କିନ୍ତୁ ସେମାନଙ୍କଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ରୁହନ୍ତି, ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଆନ୍ତି, ସେମାନେ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।


ମୁଁ ସର୍ବଦା ସଦାପ୍ରଭୁଙ୍କୁ ଆପଣା ସମ୍ମୁଖରେ ରଖିଅଛି; ସେ ମୋହର ଦକ୍ଷିଣ ପାଖରେ ଥିବାରୁ ମୁଁ ବିଚଳିତ ହେବି ନାହିଁ।


ତହିଁରେ ଇସ୍ରାଏଲର ସମସ୍ତ ସନ୍ତାନ ଏହି ପ୍ରକାର କଲେ; ମୋଶା ଓ ହାରୋଣଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞା ଯେପରି ଥିଲା, ସେହିପରି ସେମାନେ କଲେ।


ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ,


Swiv nou:

Piblisite


Piblisite