ଏବ୍ରୀ 11:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)34 ଅଗ୍ନିର ତେଜ ନିବାରଣ କଲେ, ଖଡ଼୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ,, ପୁଣି ବିଜାତୀୟମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ। Gade chapit laଓଡିଆ ବାଇବେଲ34 ଅଗ୍ନିର ତେଜ ନିବାରଣ କଲେ, ଖଡ଼୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୂଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ । Gade chapit laପବିତ୍ର ବାଇବଲ (CL) NT (BSI)34 ଅଗ୍ନି ନିର୍ବାପଣ କଲେ ଓ ଖଡ଼୍ଧ ଧାରରୁ ରକ୍ଷା ପାଇଲେ। ଏମାନେ ଶକ୍ତିହୀନ ଥିଲେ, କିନ୍ତୁ ବିକ୍ରମଶାଳୀ ହେଲେ; ଯୁଦ୍ଧରେ ପରାକ୍ରମୀ ହୋଇ ବିଦେଶୀ ଶତ୍ରୁ ସୈନ୍ୟମାନଙ୍କୁ ପରାସ୍ତ କଲେ। Gade chapit laପବିତ୍ର ବାଇବଲ34 ସେହି ବିଶ୍ୱାସ ବଳରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ଼୍ଗ ଦ୍ୱାରା ମରିବାରୁ ରକ୍ଷା ପାଇଲେ। ବିଶ୍ୱାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସେମାନେ ଯୁଦ୍ଧରେ ଶକ୍ତିଶାଳୀ ହୋଇ ଶତ୍ରୁ ସେନାଙ୍କୁ ପରାସ୍ତ କଲେ। Gade chapit la |
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କʼଣ ତୁମ୍ଭେମାନେ ଦେଖୁଅଛ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କʼଣ ତାହାର ପଛରେ ନାହିଁ?”