Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:35 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ଵାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।

Gade chapit la Kopi

ଓଡିଆ ବାଇବେଲ

35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

35 ବିଶ୍ୱାସ ବଳରେ ନାରୀମାନେ ସେମାନଙ୍କର ମୃତ ଆତ୍ମୀୟମାନଙ୍କୁ ଜୀବିତ ଅବସ୍ଥାରେ ଫେରି ପାଇଲେ। ଅନ୍ୟମାନେ ଏକ ମହତ୍ତର ଜୀବନ ଲାଭ କରିବା ଆଶାରେ ନିଜର ସ୍ୱାଧୀନତାକୁ ଜଳାଞ୍ଚଳି ଦେଇ ଯନ୍ତ୍ରଣାଦାୟକ ମୃତ୍ୟୁ ବରଣ କଲେ।

Gade chapit la Kopi

ପବିତ୍ର ବାଇବଲ

35 ମୃତ୍ୟୁରୁ ଲୋକମାନେ ପୁନର୍ଜୀବିତ ହୋଇ ପରିବାରରେ ନିଜ ନାରୀମାନଙ୍କ ପାଖକୁ ଗଲେ। ଅନ୍ୟ ଲୋକମାନଙ୍କୁ ଯାତନା ଦିଆ ହେଲା, ସେମାନେ ସ୍ୱାଧୀନ ହେବାକୁ ଗ୍ଭହିଁଲେ ନାହିଁ କାରଣ ସେମାନେ ମୃତ୍ୟୁରୁ ପୁନର୍ଜୀବନ ଲାଭ କରି ଗୋଟିଏ ଅଧିକ ଭଲ ଜୀବନ ପାଇ ପାରିବେ ବୋଲି ଭାବି ଏହିସବୁ କାର୍ଯ୍ୟ କରିଥିଲେ।

Gade chapit la Kopi




ଏବ୍ରୀ 11:35
17 Referans Kwoze  

ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇପାରେ।


ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ।


ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ବରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି।


କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ,


ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍‍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି।


ତେବେ ଯେଉଁ ଲୋକମାନେ ତାହାଙ୍କୁ ପରୀକ୍ଷା କରିବାକୁ ଚେଷ୍ଟା କରୁଥିଲେ, ସେମାନେ ସେହିକ୍ଷଣି ସେଥିରୁ ନିବୃତ୍ତ ହେଲେ, ସହସ୍ର-ସେନାପତି ସୁଦ୍ଧା ସେ ଯେ ଜଣେ ରୋମୀୟ, ଏହା ବୁଝିବାରୁ ଏବଂ ତାହାଙ୍କୁ ବାନ୍ଧିବାରୁ ଭୟ କଲେ।


କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ବରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ବରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ


ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍‌ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।”


ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ।”


ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।


କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି।


ପୁଣି, ସେମାନେ ଆଉ ମରି ପାରନ୍ତି ନାହିଁ, କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ବରଙ୍କ ସନ୍ତାନ ଅଟନ୍ତି।


Swiv nou:

Piblisite


Piblisite