ଏବ୍ରୀ 11:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, Gade chapit laପବିତ୍ର ବାଇବଲ (Re-edited) - (BSI)39 ବିଶ୍ଵାସ ଦ୍ଵାରା ଏହିସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳ ପ୍ରାପ୍ତ ହେଲେ ନାହିଁ, Gade chapit laଓଡିଆ ବାଇବେଲ39 ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, Gade chapit laପବିତ୍ର ବାଇବଲ (CL) NT (BSI)39 ଏ ସମସ୍ତେ ନିଜ ନିଜର ବିଶ୍ୱାସ ବଳରେ କେତେ କୀର୍ତ୍ତି ରଖି ଯାଇଛନ୍ତି। ତଥାପି ସେମାନେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟ ଲାଭ କରି ନ ଥିଲେ, Gade chapit laପବିତ୍ର ବାଇବଲ39 ଏହି ସମସ୍ତ ଲୋକମାନେ ନିଜର ବିଶ୍ୱାସ ପାଇଁ ଜଣା ଶୁଣା। କିନ୍ତୁ ଏମାନଙ୍କ ଭିତରୁ କେହିହେଲେ ପରମେଶ୍ୱରଙ୍କ ମହାନ୍ ପ୍ରତିଜ୍ଞା ପାଇପାରି ନ ଥିଲେ। Gade chapit la |
ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହିସବୁ ବିଷୟ ଦୂତମାନେ ମଧ୍ୟ ନିରୀକ୍ଷଣ କରିବାକୁ ଇଚ୍ଛା କରନ୍ତି।