Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।

Gade chapit la Kopi

ଓଡିଆ ବାଇବେଲ

10 କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଆମ ଜାଗତିକ ପିତାମାନଙ୍କ ଦୃଷ୍ଟିରେ ଯାହା ବିହିତ, ସେହି ଅନୁଯାୟୀ ଆମ୍ଭମାନଙ୍କୁ ଅଳ୍ପ କାଳ ପାଇଁ ଶାସନ କରନ୍ତି; କିନ୍ତୁ ଆମେ ଯେପରି ତାଙ୍କ ପବତ୍ରତାେ ଭାଗୀ ହୋଇ ପାରିବୁ, ଏହି ଉଦ୍ଦେଶ୍ୟରେ ଈଶ୍ୱର ଆମ ମଙ୍ଗଳ ନିମନ୍ତେ ଆମକୁ ଶାସନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସେମାନେ ଯେପରି ଭଲ ଭାବିଲେ, ସେହିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ୱର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହେବା ପାଇଁ ସାହାଯ୍ୟ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି।

Gade chapit la Kopi




ଏବ୍ରୀ 12:10
17 Referans Kwoze  

ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହିସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ବରୀୟ ସ୍ୱଭାବର ସହଭାଗୀ ହୁଅ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;


ଯେଉଁ ନୂତନ ସ୍ୱଭାବ ଈଶ୍ବରଙ୍କ ପ୍ରତିମୂର୍ତ୍ତିରେ ଧାର୍ମିକତା ଓ ସତ୍ୟର ପବିତ୍ରତାରେ ସୃଷ୍ଟ ହୋଇଅଛି, ତାହା ପରିଧାନ କରିବାକୁ ଶିକ୍ଷିତ ହୋଇଅଛ।


ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥିନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।


କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ୱେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ।


ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,


ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।


Swiv nou:

Piblisite


Piblisite