ଏବ୍ରୀ 12:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏହି ବିଷୟରେ ସାବଧାନ ହୁଅ। Gade chapit laପବିତ୍ର ବାଇବଲ (Re-edited) - (BSI)16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏ ବିଷୟରେ ଅତି ଜାଗ୍ରତ ହୁଅ। Gade chapit laଓଡିଆ ବାଇବେଲ16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏବିଷୟରେ ସାବଧାନ ହୁଅ । Gade chapit laପବିତ୍ର ବାଇବଲ (CL) NT (BSI)16 ଏଷୌ ପରି କେହି ଭ୍ରଷ୍ଟାଚାରୀ ବା ଅଧର୍ମାଚାରୀ ନ ହେଉ; ସେ ତ ଓଳିକର ଖାଦ୍ୟ ପାଇଁ ଜ୍ୟେଷ୍ଠାଧିକାର ବିଜୟ କରି ଦେଇଥିଲା। Gade chapit laପବିତ୍ର ବାଇବଲ16 ସାବଧାନ ରୁହ ଯେପରି କେହିହେଲେ ଯୌନ ବ୍ୟଭିଗ୍ଭର ନ କରେ। ସାବଧାନ ରୁହ ଯେପରି କେହି ଏଷୌ ଭଳି ନ ହେଉ। ସେ ପରମେଶ୍ୱରଙ୍କ ବିଷୟରେ ଚିନ୍ତା କରେ ନାହିଁ। ଏଷୌ ଜ୍ୟେଷ୍ଠପୁତ୍ର ଥିଲା, ଓ ସେ ତା’ ପିତାଙ୍କଠାରୁ ସବୁକିଛି ଉତ୍ତରାଧିକାରୀ ଭାବରେ ପାଇଥା’ନ୍ତା। କିନ୍ତୁ ଥରକର ଭୋଜନ ବଦଳରେ ସେ ସବୁକିଛି ବିକ୍ରି କରି ଦେଲା। Gade chapit la |