Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି।

Gade chapit la Kopi

ଓଡିଆ ବାଇବେଲ

6 କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 କାରଣ ଈଶ୍ୱର ଯାହାକୁ ପ୍ରେମ କରନ୍ତି ତାହାକୁ ଶାସନ କରନ୍ତି ଏବଂ ଯାହାକୁ ପୁତ୍ରବତ୍ ଗ୍ରହଣ କରନ୍ତି, ତାହାକୁ ଶାସ୍ତି ଦିଅନ୍ତି।”

Gade chapit la Kopi

ପବିତ୍ର ବାଇବଲ

6 ପ୍ରଭୁ ଭଲ ପାଉଥିବା ପ୍ରତ୍ୟେକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରତ୍ୟେକ ଲୋକକୁ ସେ ଶାସ୍ତି ଦିଅନ୍ତି।”

Gade chapit la Kopi




ଏବ୍ରୀ 12:6
19 Referans Kwoze  

ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନ-ପରିବର୍ତ୍ତନ କର।


କାରଣ ଯେପରି ପିତା ଆପଣା ସନ୍ତୋଷ ପାତ୍ର ପୁତ୍ରକୁ, ସେପରି ସଦାପ୍ରଭୁ ଆପଣା ପ୍ରେମପାତ୍ରକୁ ଅନୁଶାସନ କରନ୍ତି।


ହେ ସଦାପ୍ରଭୋ, ମୁଁ ଜାଣେ, ତୁମ୍ଭ ଶାସନସକଳ ଧର୍ମମୟ, ପୁଣି, ତୁମ୍ଭେ ବିଶ୍ୱସ୍ତ ଭାବରେ ମୋତେ ଦୁଃଖ ଦେଇଅଛ।


ଯେ ବାଡ଼ି ବ୍ୟବହାର କରିବାକୁ ତ୍ରୁଟି କରେ, ସେ ଆପଣା ପୁତ୍ରକୁ ଘୃଣା କରେ; ପୁଣି ଯେ ତାହାକୁ ପ୍ରେମ କରେ, ସେ ଯଥାକାଳରେ ଶାସ୍ତି ଦିଏ।


ହେ ସଦାପ୍ରଭୋ, ଦୁଷ୍ଟ ନିମନ୍ତେ ଗର୍ତ୍ତ ଖୋଳା ହେବା ପର୍ଯ୍ୟନ୍ତ ବିପଦ କାଳରୁ ବିଶ୍ରାମ ଦେବା ନିମନ୍ତେ,


ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ସେ ଅପରାଧ କଲେ ଆମ୍ଭେ ତାହାକୁ ମନୁଷ୍ୟମାନଙ୍କ ଦଣ୍ଡରେ ଓ ମନୁଷ୍ୟ-ସନ୍ତାନମାନଙ୍କ ପ୍ରହାରରେ ଶାସ୍ତି ଦେବା।


ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।


ପୁଣି ମନୁଷ୍ୟ ଯେପରି ଆପଣା ପୁତ୍ରକୁ ଶାସନ କରେ, ତଦ୍ରୂପ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଶାସନ କରନ୍ତି, ଏହା ତୁମ୍ଭେ ଆପଣା ମନରେ ବିବେଚନା କରିବ।


ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ପ୍ରେମ କରୁଥିବା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ କରିବ।


ମୁଁ ଯେପରି ତୁମ୍ଭର ବିଧିସବୁ ଶିଖିବି, ଏଥିପାଇଁ ମୁଁ ଯେ ଦୁଃଖଗ୍ରସ୍ତ ହେଲି, ଏହା ମୋʼ ପକ୍ଷରେ ଭଲ ହେଲା।


ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।


ଏହେତୁ ଏହା ଦ୍ୱାରା ଯାକୁବର ଅପରାଧ ମାର୍ଜିତ ହେବ ଓ ତାହାର ପାପ ଦୂରୀକୃତ ହେବାର ସମସ୍ତ ଫଳ ଏହି; ସେ ଯଜ୍ଞବେଦିର ପ୍ରସ୍ତର ସବୁକୁ ଚୂନର ଭଗ୍ନ ପ୍ରସ୍ତର ତୁଲ୍ୟ କଲେ, ଆଶେରା ମୂର୍ତ୍ତି ଓ ସୂର୍ଯ୍ୟ-ପ୍ରତିମାସବୁ ଆଉ ଉଠିବେ ନାହିଁ।


ହେ ମୋହର ପୁତ୍ର, ସଦାପ୍ରଭୁଙ୍କ ଅନୁଶାସନ ତୁଚ୍ଛ କର ନାହିଁ ଓ ତାହାଙ୍କ ଶାସନରେ କ୍ଳାନ୍ତ ହୁଅ ନାହିଁ।


ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?


ଏଉତ୍ତାରୁ ନୟମୀର ସ୍ୱାମୀ ଏଲିମେଲକର ମୃତ୍ୟୁୁ ହୁଅନ୍ତେ, ସେ ଓ ତାହାର ଦୁଇ ପୁତ୍ର ଅବଶିଷ୍ଟ ରହିଲେ।


Swiv nou:

Piblisite


Piblisite