ଏବ୍ରୀ 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଣୁ ଆସ, ତାହାଙ୍କ ଦ୍ଵାରା ଆମ୍ଭେମାନେ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ଵୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ। Gade chapit laଓଡିଆ ବାଇବେଲ15 ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ । Gade chapit laପବିତ୍ର ବାଇବଲ (CL) NT (BSI)15 ଅତଏବ ଆସ, ଆମେ ଯଈଶୁଙ୍କୁ ମଧ୍ୟସ୍ଥତାରେ ଈଶ୍ୱରଙ୍କୁ ଆମର ପ୍ରଶଂସାରୂପ ବଳି ଉତ୍ସର୍ଗ କରିବା। ଏହି ବଳି ଯୀଶୁଙ୍କୁ ‘ପ୍ରଭୁ’ ବୋଲି ସ୍ୱୀକାର କରୁଥିବା ଓଷ୍ଠଧର ସ୍ୱାରା ଉଓôର୍ଗିତ। Gade chapit laପବିତ୍ର ବାଇବଲ15 ଅତଏବ ଯୀଶୁଙ୍କ ମାଧ୍ୟମରେ ପରମେଶ୍ୱରଙ୍କୁ ଆମ୍ଭର ବଳି ଉତ୍ସର୍ଗ କରିବା ବିଷୟ ଆମ୍ଭେ କେବେ ହେଲେ ବନ୍ଦ କରିବା ଉଚିତ୍ ନୁହେଁ। ମୁଖ ଦ୍ୱାରା ପ୍ରଶଂସାପୂର୍ବକ ତାହାଙ୍କର ନାମ ଉଚ୍ଚାରଣ ସେହି ‘ବଳି’ ଅଟେ। Gade chapit la |
ଆଉ ଯାଜକମାନେ ଆପଣା ଆପଣା ପଦ ଅନୁସାରେ ଠିଆ ହେଲେ; ଦାଉଦ ଲେବୀୟମାନଙ୍କ ପରିଚର୍ଯ୍ୟାକ୍ରମେ ପ୍ରଶଂସା ଗାନ କରିବା ସମୟରେ, ସଦାପ୍ରଭୁଙ୍କ କରୁଣା ସଦାକାଳସ୍ଥାୟୀ ବୋଲି ତାହାଙ୍କର ଧନ୍ୟବାଦ କରିବା ପାଇଁ ଦାଉଦ ରାଜା ଯେଉଁସବୁ ବାଦ୍ୟଯନ୍ତ୍ର ନିର୍ମାଣ କରିଥିଲେ, ସଦାପ୍ରଭୁଙ୍କର ସେହି ସବୁ ବାଦ୍ୟଯନ୍ତ୍ର ଘେନି ଲେବୀୟମାନେ ମଧ୍ୟ ଠିଆ ହେଲେ; ପୁଣି ଯାଜକମାନେ ସେମାନଙ୍କ ସମ୍ମୁଖରେ ତୂରୀ ବଜାଇଲେ; ଆଉ ସମଗ୍ର ଇସ୍ରାଏଲ ଠିଆ ହେଲେ।
ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ, ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ’ ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ପୂର୍ବକାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।