Biblia Todo Logo
Bib sou entènèt

- Piblisite -




ଏବ୍ରୀ 13:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥିନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି।

Gade chapit la Kopi

ଓଡିଆ ବାଇବେଲ

19 ଆଉ ମୁଁ ଯେପରି ଶୀଘ୍ର ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ପାରିବି, ଏଥି ନିମନ୍ତେ ପ୍ରାର୍ଥନା କରିବାକୁ ତୁମ୍ଭମାନଙ୍କୁ ବିଶେଷ ଭାବରେ ଅନୁରୋଧ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

19 ପୁଣି, ଈଶ୍ୱର ମୋତେ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ପଠାଇ ଦିଅନ୍ତୁ, ତୁମ୍ଭେମାନେ ମୋ’ ପାଇଁ ଏହି ପ୍ରାର୍ଥନା କରୁଥାଅ। ଏହା ତୁମ୍ଭମାନଙ୍କ ନିକଟରେ ମୋର ଆନ୍ତରିକ ନିବେଦନ।

Gade chapit la Kopi

ପବିତ୍ର ବାଇବଲ

19 ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଛି, ତୁମ୍ଭେମାନେ ପ୍ରାର୍ଥନା କର ଯେ, ଯେପରି ପରମେଶ୍ୱର ମୋତେ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାନ୍ତୁ। ଅନ୍ୟ କୌଣସି କଥା ଅପେକ୍ଷା ଏହା ମୁଁ ବିଶେଷ ଭାବରେ ଗ୍ଭହେଁ।

Gade chapit la Kopi




ଏବ୍ରୀ 13:19
4 Referans Kwoze  

ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି।


Swiv nou:

Piblisite


Piblisite