ଏବ୍ରୀ 2:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ୍ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ବରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ଵରଙ୍କ ସେବା ସମ୍ଵନ୍ଧରେ ଜଣେ ଦୟାଳୁ ଓ ବିଶ୍ଵସ୍ତ ମହାଯାଜକ ହୁଅନ୍ତି। Gade chapit laଓଡିଆ ବାଇବେଲ17 ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି । Gade chapit laପବିତ୍ର ବାଇବଲ (CL) NT (BSI)17 ଏହାର ଅର୍ଥ ହେଉଛି, ସବୁ ବିଷୟରେ ତାଙ୍କର ଭ୍ରାତାମାନଙ୍କ ସଦୃଶ ହେବା ତାଙ୍କର ପ୍ରୟୋଜନ ଥିଲା, ଯାହା ଫଳରେ ସେ ସେମାନଙ୍କର ବିଶ୍ୱସ୍ତ ଓ ଦୟାଳୁ ମହାଯାଜକ ହୋଇ ଈଶ୍ବରଙ୍କ ସେବା କରିପାରିବେ ଏବଂ ମନୁଷ୍ୟମାନେ ପାପକ୍ଷମା ପାଇବେ। Gade chapit laପବିତ୍ର ବାଇବଲ17 ଅତଏବ ସମସ୍ତ ବିଷୟରେ ସେ ଆପଣା ଭାଇ ଓ ଭଉଣୀମାନଙ୍କ ପରି ହେବାକୁ ପଡ଼ିଲା। ଯେପରି ପରମେଶ୍ୱରଙ୍କ ସେବାରେ ସେହି ଲୋକମାନଙ୍କର ପାପର ପ୍ରାୟଶ୍ଚିତ୍ତ ସାଧନ ପାଇଁ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି। Gade chapit la |