Biblia Todo Logo
Bib sou entènèt

- Piblisite -




ଏବ୍ରୀ 3:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ଵାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।

Gade chapit la Kopi

ଓଡିଆ ବାଇବେଲ

14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଯଦି ଆମେ ଶେଷ ପର୍ଯ୍ୟନ୍ତ ଆମ୍ଭମାନଙ୍କର ଆଦ୍ୟ ବିଶ୍ୱାସରେ ଅଟଳ ରହୁ, ତେବେ ଆମେ ସମସ୍ତେ ଖ୍ରୀଷ୍ଟଙ୍କ ଅଂଶୀଦାର ହୋଇ ପାରିବା।

Gade chapit la Kopi

ପବିତ୍ର ବାଇବଲ

14 କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ବଜାୟ ରଖିବ, ତାହାହେଲେ ଯୀଶୁ ଖ୍ରୀଷ୍ଟଙ୍କ ସମସ୍ତ ଅଧିକାରରେ ସହଭାଗୀ ହେବ।

Gade chapit la Kopi




ଏବ୍ରୀ 3:14
17 Referans Kwoze  

କିନ୍ତୁ ଖ୍ରୀଷ୍ଟ ଈଶ୍ବରଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।


ମାତ୍ର ଆମ୍ଭମାନଙ୍କର ଏକାନ୍ତ ଇଚ୍ଛା ଯେ, ତୁମ୍ଭେମାନେ ପ୍ରତ୍ୟେକେ ଶେଷ ପର୍ଯ୍ୟନ୍ତ ସୁଦ୍ଧା ଦୃଢ଼ ଭରସା ସହ ସେହି ପ୍ରକାର ଯତ୍ନବାନ ହୁଅ,


ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।


କାରଣ ସେମାନଙ୍କୁ ଯେପରି ବିହିତ ବୋଧ ହେଲା, ତଦନୁସାରେ ସେମାନେ ଅଳ୍ପ ଦିନ ନିମନ୍ତେ ଆମ୍ଭମାନଙ୍କୁ ଶାସନ କଲେ; କିନ୍ତୁ ଆମ୍ଭେମାନେ ଯେପରି ତାହାଙ୍କ ପବିତ୍ରତାର ସହଭାଗୀ ହେଉ, ଏଥିପାଇଁ ସେ ଆମ୍ଭମାନଙ୍କ ମଙ୍ଗଳ ନିମନ୍ତେ ଶାସନ କରନ୍ତି।


କାରଣ ଯେଉଁମାନେ ଥରେ ଆଲୋକ ପ୍ରାପ୍ତ କରିଅଛନ୍ତି, ସ୍ୱର୍ଗୀୟ ଦାନର ଆସ୍ୱାଦ ପାଇଅଛନ୍ତି, ପବିତ୍ର ଆତ୍ମାଙ୍କର ସହଭାଗୀ ହୋଇଅଛନ୍ତି,


ଅର୍ଥାତ୍‍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


କିନ୍ତୁ ଯଦି ଘରୋଇ ଜୀତବୃକ୍ଷର କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତବୃକ୍ଷର ଶାଖା ହେଲେ ହେଁ ସେହି ଘରୋଇ ଜୀତବୃକ୍ଷରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,


କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ।


ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ବରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତି-ସ୍ୱରୂପ ହୋଇଅଛନ୍ତି।


ଅତଏବ, ଜଣେ ସହ-ପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ମୁଁ ଯେ ଆଗାମୀ ଗୌରବର ଅଂଶାଧିକାରୀ, ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।


ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।


“ଆମ୍ଭେ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଅଛୁ, ନିଶ୍ଚୟ ଏହି ଦୁଷ୍ଟ ବଂଶୀୟ ମନୁଷ୍ୟମାନଙ୍କ ମଧ୍ୟରୁ କୌଣସି ଲୋକ ସେହି ଉତ୍ତମ ଦେଶ ଦେଖି ପାରିବ ନାହିଁ,


ଅତଏବ, ଈଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।


ବିଶ୍ୱାସ ପ୍ରତ୍ୟାଶିତ ବିଷୟର ମୂଳଭୂମି ଓ ଅଦୃଶ୍ୟ ବିଷୟର ନିଶ୍ଚିତ ଜ୍ଞାନ।


Swiv nou:

Piblisite


Piblisite