Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ଵର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି।

Gade chapit la Kopi

ଓଡିଆ ବାଇବେଲ

10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ୱର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଈଶ୍ୱର ଯେପରି ଆପଣା କାର୍ଯ୍ୟରୁ ହେଲାଣି, ଅଥଚ ଏବେ ସୁଦ୍ଧା ଈଶ୍ୱରଙ୍କ ବାଣୀର ପ୍ରଥମିକ ତତ୍ତ୍ୱଗୁଡ଼ିକ ତୁମମାନଙ୍କୁ ଶିକ୍ଷଶ ଦେବାକୁ ବିଶ୍ରାମ କଲେ, ଯେ କେହି ତାଙ୍କ ‘ପ୍ରତିଜ୍ଞାତ ବିଶ୍ରାମକୁ ‘ଗ୍ରହଣ କରେ, ସେ ମଧ୍ୟ ନିଜର କର୍ମ କ୍ଳାନ୍ତିରୁ ବିଶ୍ରାମକୁ’ ଗ୍ରହଣ କରେ, ସେ ମଧ୍ୟ ନିଜର କର୍ମ କ୍ଳାନ୍ତିରୁ ବିଶ୍ରାମ ପାଇବ।

Gade chapit la Kopi

ପବିତ୍ର ବାଇବଲ

10 ପରମେଶ୍ୱର ନିଜ କାମ ସମାପ୍ତ କଲା ପରେ ବିଶ୍ରାମ କଲେ। ସେପ୍ରକାର ପରମେଶ୍ୱରଙ୍କ ପରି ମନୁଷ୍ୟ ଆପଣା କାର୍ଯ୍ୟ ସମାପ୍ତ କଲାପରେ ବିଶ୍ରାମ ପାଇଥାଏ।

Gade chapit la Kopi




ଏବ୍ରୀ 4:10
9 Referans Kwoze  

ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।


ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶନ କଲେ;


ସେଥିରେ ଯୀଶୁ ସେହି ଅମ୍ଳରସ ପାନ କରି କହିଲେ, “ସମାପ୍ତ ହେଲା” ଆଉ, ସେ ମସ୍ତକ ଅବନତ କରି ପ୍ରାଣତ୍ୟାଗ କଲେ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।


ଅତଏବ ଈଶ୍ବରଙ୍କ ଲୋକମାନଙ୍କ ନିମନ୍ତେ ବିଶ୍ରାମବାର ଭୋଗ କରିବାର ବାକି ଅଛି।


ସେଥିରେ ସେମାନଙ୍କର ପ୍ରତ୍ୟେକ ଜଣକୁ ଧଳା ବସ୍ତ୍ର ଦିଆଗଲା, ପୁଣି, ସେମାନଙ୍କର ଯେଉଁ ସହଦାସ ଓ ଭ୍ରାତୃଗଣ ସେମାନଙ୍କ ପରି ମଧ୍ୟ ବଧ କରାଯିବେ, ସେମାନଙ୍କ ସଂଖ୍ୟା ପୂର୍ଣ୍ଣ ନ ହେବା ଯାଏ ଆଉ କିଛି କାଳ ବିଶ୍ରାମ କରିବାକୁ ସେମାନଙ୍କୁ କୁହାଗଲା।


Swiv nou:

Piblisite


Piblisite