Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯୀଶୁ ଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଏହି ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର।

Gade chapit la Kopi

ଓଡିଆ ବାଇବେଲ

11 ଯୀଶୁଖ୍ରୀଷ୍ଟଙ୍କ ବିଷୟରେ ଆମ୍ଭମାନଙ୍କର ଅନେକ କଥା କହିବାକୁ ଅଛି, ଆଉ ତୁମ୍ଭେମାନେ ଶୁଣିବାରେ ଶିଥିଳ ହୋଇଥିବାରୁ ସେଥିର ଅର୍ଥ ବୁଝାଇବା କଷ୍ଟକର ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଏହି ପ୍ରସଙ୍ଗରେ ଆମର ଅନେକ କିଛି କହିବାର ଅଛି। କିନ୍ତୁ ତୁମ୍ଭମାନଙ୍କର ବୁଝିବାର ଶକ୍ତି କମ୍। ଏଣୁ ତୁମ୍ଭମାନଙ୍କୁ ବୁଝାଇବା କଷ୍ଟକର।

Gade chapit la Kopi

ପବିତ୍ର ବାଇବଲ

11 ଏ ବିଷୟରେ ଆମ୍ଭର ତୁମ୍ଭମାନଙ୍କୁ ଅନେକ କଥା କହିବା ପାଇଁ ଅଛି। କିନ୍ତୁ ଯେହେତୁ ତୁମ୍ଭେମାନେ ଅବୁଝା ହେଉଛ, ଏହାକୁ ବୁଝାଇବା କଷ୍ଟକର।

Gade chapit la Kopi




ଏବ୍ରୀ 5:11
12 Referans Kwoze  

କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’


ସେ ଆପଣାର ସମସ୍ତ ପତ୍ରରେ ମଧ୍ୟ ଏହିସବୁ ବିଷୟ ଉଲ୍ଲେଖ କରି ସେହି ପ୍ରକାରେ କହନ୍ତି; ସେହି ସବୁରେ ଏପରି କେତେକ ବିଷୟ ଅଛି, ଯାହାକି ବୁଝିବାକୁ ଜଟିଳ, ପୁଣି, ଅଶିକ୍ଷିତ ଚଞ୍ଚଳମତି ଲୋକେ ଆପଣା ଆପଣା ବିନାଶାର୍ଥେ ଅନ୍ୟ ସମସ୍ତ ଶାସ୍ତ୍ରର ଯେପରି, ସେସବୁର ମଧ୍ୟ ସେହିପରି ବିକୃତ ଅର୍ଥ କରନ୍ତି।


କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା, ସେମାନେ କାନରେ କଷ୍ଟରେ ଶୁଣିଲେ ଓ ନିଜ ନିଜ ଆଖି ବୁଜିଲେ, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ, ଆଉ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରି ଆସିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।’”


ମୋହର ତୁମ୍ଭମାନଙ୍କୁ ଆହୁରି ଅନେକ କଥା କହିବାର ଅଛି, ମାତ୍ର ତୁମ୍ଭେମାନେ ଏବେ ସେହିସବୁ ସହି ପାର ନାହିଁ।


କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ।


ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ,


ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ?”


ଏହି ଲୋକମାନେ ଆପଣା ଆପଣା ଚକ୍ଷୁରେ ଦେଖି ଓ କର୍ଣ୍ଣରେ ଶୁଣି ଓ ଅନ୍ତଃକରଣରେ ବୁଝି ମନ ଫେରାଇ ଯେପରି ସୁସ୍ଥ ନ ହୁଅନ୍ତି, ଏଥିପାଇଁ ତୁମ୍ଭେ ସେମାନଙ୍କ ଅନ୍ତଃକରଣ ସ୍ଥୂଳ କର ଓ ସେମାନଙ୍କ କର୍ଣ୍ଣ ଭାରୀ କର ଓ ସେମାନଙ୍କ ଚକ୍ଷୁ ମୁଦି ଦିଅ।”


ଏଥିଉତ୍ତାରେ ଶିବା ଦେଶର ରାଣୀ ସଦାପ୍ରଭୁଙ୍କ ନାମ ସମ୍ବନ୍ଧରେ ଶଲୋମନଙ୍କର ସୁଖ୍ୟାତି ଶୁଣି ନିଗୂଢ଼ ପ୍ରଶ୍ନ ଦ୍ୱାରା ତାଙ୍କୁ ପରୀକ୍ଷା କରିବା ପାଇଁ ଆସିଲେ।


ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।


କାରଣ ଯଦ୍ୟପି ଏତେ ସମୟ ମଧ୍ୟରେ ତୁମ୍ଭମାନଙ୍କର ଶିକ୍ଷକ ହେବା ଉଚିତ୍ ଥିଲା, ତଥାପି ଈଶ୍ବରଙ୍କ ବାକ୍ୟର ପ୍ରାଥମିକ ମୌଳିକ ସୂତ୍ରଗୁଡ଼ିକ କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦିଏ, ଏହା ପୁନର୍ବାର ତୁମ୍ଭମାନଙ୍କର ପ୍ରୟୋଜନ ଅଛି; ଗୁରୁପାକ ଖାଦ୍ୟ ପ୍ରୟୋଜନ ନ ହୋଇ ଦୁଗ୍ଧ ତୁମ୍ଭମାନଙ୍କର ପ୍ରୟୋଜନ।


Swiv nou:

Piblisite


Piblisite