Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍‍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କିନ୍ତୁ ବୟଃପ୍ରାପ୍ତ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ଵାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।

Gade chapit la Kopi

ଓଡିଆ ବାଇବେଲ

14 କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍‍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ଅନ୍ୟ ପକ୍ଷରେ ଗୁରୁପାକ ଖାଦ୍ୟ ବୟସ୍କ ଲୋକମାନଙ୍କ ନିମନ୍ତେ; ସେମାନେ ଜୀବନର ବିଭିନ୍ନ ଅନୁଭୂତି ଦ୍ୱାରା ଭଲ ଓ ମନ୍ଦର ପ୍ରଭେଦ ଜାଣନ୍ତି।

Gade chapit la Kopi

ପବିତ୍ର ବାଇବଲ

14 କିନ୍ତୁ କଠିନ ଖାଦ୍ୟ ସେହିମାନଙ୍କ ପାଇଁ ଯେଉଁମାନେ ଶିଶୁପରି ବ୍ୟବହାର ବନ୍ଦ କରି ଦେଇଛନ୍ତି। ଏହା ସେହିମାନଙ୍କ ପାଇଁ ଯେଉଁମାନେ ଆତ୍ମାରେ ବୃଦ୍ଧି ପାଇଛନ୍ତି।

Gade chapit la Kopi




ଏବ୍ରୀ 5:14
24 Referans Kwoze  

ବରଂ ସମସ୍ତ ବିଷୟ ପରୀକ୍ଷା କର;


ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ,


ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,


ମନ୍ଦକୁ ଅଗ୍ରାହ୍ୟ ଓ ଭଲକୁ ମନୋନୀତ କରିବାର ଜାଣିବା ବେଳେ ସେ ଦହି ଓ ମଧୁ ଖାଇବ।


ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍‍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ,


ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ବର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;


ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ?”


ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ।


ବରଞ୍ଚ ପରମେଶ୍ୱର ଜାଣନ୍ତି, ତୁମ୍ଭେମାନେ ଯେଉଁ ଦିନ ତାହା ଖାଇବ, ସେହି ଦିନ ତୁମ୍ଭମାନଙ୍କ ଚକ୍ଷୁ ପ୍ରସନ୍ନ ହେବ, ତହିଁରେ ତୁମ୍ଭେମାନେ ପରମେଶ୍ୱରଙ୍କ ପରି ଭଲ ଓ ମନ୍ଦର ଜ୍ଞାନ ପାଇବ।”


ଆପଣଙ୍କ ଦାସୀ ଆହୁରି କହିଲା, ‘ମୋର ପ୍ରଭୁ ମହାରାଜଙ୍କ ବାକ୍ୟ ଅବଶ୍ୟ ଶାନ୍ତିଦାୟକ ହେବ, କାରଣ ଭଲ ମନ୍ଦ ଶୁଣିବାକୁ ମୋର ପ୍ରଭୁ ମହାରାଜ ପରମେଶ୍ୱରଙ୍କ ଦୂତ ତୁଲ୍ୟ,’ ପୁଣି ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କ ସଙ୍ଗେ ଥାଉନ୍ତୁ।”


ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।


ମୋʼ ତୁଣ୍ଡକୁ ତୁମ୍ଭ ବାକ୍ୟ କିପରି ମଧୁର! ହଁ, ମୋʼ ମୁଖକୁ ତାହା ମଧୁ ଅପେକ୍ଷା ମଧୁର!


ଯେପରି ରସନା ଖାଦ୍ୟର ଆସ୍ୱାଦ ପାଏ, ସେପରି କର୍ଣ୍ଣ କʼଣ କଥାର ପରୀକ୍ଷା ନ କରେ?


ଏଥିରେ ପରମେଶ୍ୱର ତାଙ୍କୁ କହିଲେ, “ତୁମ୍ଭେ ଏହି ବିଷୟ ମାଗିଅଛ, ପୁଣି, ଆପଣା ନିମନ୍ତେ ଦୀର୍ଘାୟୁ ମାଗି ନାହଁ; କିଅବା ଆପଣା ନିମନ୍ତେ ଐଶ୍ୱର୍ଯ୍ୟ ମାଗି ନାହଁ; ଅଥବା ଆପଣା ଶତ୍ରୁମାନଙ୍କର ପ୍ରାଣ ମାଗି ନାହଁ; ମାତ୍ର ବିଚାର କରିବା ପାଇଁ ଆପଣା ନିମନ୍ତେ ଜ୍ଞାନ ମାଗିଅଛ;


କାରଣ ସ୍ୱାଦ ଯେପରି ଭକ୍ଷ୍ୟର ସ୍ୱାଦ ବୁଝେ, କର୍ଣ୍ଣ ସେପରି ବାକ୍ୟର ପରୀକ୍ଷା କରେ।


ମୋʼ ଜିହ୍ୱାରେ କʼଣ ଅନ୍ୟାୟ ଅଛି? ମୋହର ରସନେନ୍ଦ୍ରିୟ କʼଣ ଅନିଷ୍ଟ ବିଷୟ ବାରି ନ ପାରେ?


ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ତୁମ୍ଭ ସୁଗନ୍ଧି ତୈଳର ସୁବାସ ଉତ୍ତମ; ତୁମ୍ଭ ନାମ ଢଳା ସୁଗନ୍ଧି ତୈଳ ସ୍ୱରୂପ; ତେଣୁ କୁମାରୀଗଣ ତୁମ୍ଭକୁ ପ୍ରେମ କରନ୍ତି।


କିନ୍ତୁ ବୟସ୍କା ସ୍ତ୍ରୀଲୋକମାନଙ୍କର ଅସାର କହାଣୀସବୁ ଗ୍ରହଣ କର ନାହିଁ। ଈଶ୍ବରପରାୟଣ ଜୀବନଯାପନ କରିବା ନିମନ୍ତେ ଅଭ୍ୟାସ କର,


ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ,


Swiv nou:

Piblisite


Piblisite