ଏବ୍ରୀ 6:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ-ପରିବର୍ତ୍ତନ, ଈଶ୍ବରଙ୍କଠାରେ ବିଶ୍ୱାସ, Gade chapit laପବିତ୍ର ବାଇବଲ (Re-edited) - (BSI)1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନପରିବର୍ତ୍ତନ, ଈଶ୍ଵରଙ୍କଠାରେ ବିଶ୍ଵାସ, Gade chapit laଓଡିଆ ବାଇବେଲ1 ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ, Gade chapit laପବିତ୍ର ବାଇବଲ (CL) NT (BSI)1 ଅତଏବ, ଆମେ ଏଣିକି ଖ୍ରୀଷ୍ଟଧର୍ମର ପ୍ରାଥମିକ ତତ୍ତ୍ୱଗୁଡ଼ିକ ଛାଡ଼ି ନିଗୂଢ଼ ତତ୍ତ୍ୱସବୁ ଶିକ୍ଷା କରିବାରେ ଅଗ୍ରରେ ହେବା ଉଚିତ। ଆମେ ଧର୍ମବିଶ୍ୱାସର ପ୍ରାଥମିକ ତ୍ତ୍ୱଗୁଡ଼ିକ ଯଥା, ଅସାର କ୍ରିୟା କର୍ମରୁ ନିବୃତ୍ତ ହୋଇ ଈଶ୍ୱରଙ୍କଠାରେ ବିଶ୍ୱାସ କରିବା, Gade chapit laପବିତ୍ର ବାଇବଲ1 ଅତଏବ ଖ୍ରୀଷ୍ଟଙ୍କ ବିଷୟରେ ପ୍ରାରମ୍ଭିକ ଶିକ୍ଷାର ସମାପ୍ତି ଘଟାଇବା ଦରକାର। ଆମ୍ଭେ ଯେଉଁସବୁ କାର୍ଯ୍ୟ କରିବା ଆରମ୍ଭ କରିଛୁ, ତହିଁରୁ ପଶ୍ଚାତ୍ପଦ ହେବା ନାହିଁ। ଯେତେବେଳେ ଆମ୍ଭେ ଖ୍ରୀଷ୍ଟଙ୍କଠାରେ ଆମ୍ଭ ଜୀବନ ଆରମ୍ଭ କରିଲୁ, ଆମ୍ଭେମାନେ ମନ୍ଦକର୍ମରୁ ବିମୁଖ ହୋଇ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲୁ। Gade chapit la |
ପୁଣି, ଆମ୍ଭେ ଦାଉଦ ବଂଶ ଉପରେ ଓ ଯିରୂଶାଲମ ନିବାସୀମାନଙ୍କ ଉପରେ ଅନୁଗ୍ରହ ଓ ବିନତିଜନକ ଆତ୍ମା ବୃଷ୍ଟି କରିବା; ତହିଁରେ ସେମାନେ ଆମ୍ଭ ପ୍ରତି, ଅର୍ଥାତ୍, ଯାହାଙ୍କୁ ସେମାନେ ବିଦ୍ଧ କରିଅଛନ୍ତି, ତାହାଙ୍କ ପ୍ରତି ଦୃଷ୍ଟିପାତ କରିବେ; ଆଉ, କେହି ଯେପରି ଆପଣାର ଏକମାତ୍ର ପୁତ୍ର ଲାଗି ଶୋକ କରେ, ସେପରି ସେମାନେ ତାହାଙ୍କ ପାଇଁ ଶୋକ କରିବେ ଓ କେହି ଯେପରି ଆପଣା ପ୍ରଥମଜାତର ନିମନ୍ତେ ବ୍ୟାକୁଳିତ ହୁଏ, ସେପରି ସେମାନେ ତାହାଙ୍କ ପାଇଁ ବ୍ୟାକୁଳିତ ହେବେ।