Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 “ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 “ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା।”

Gade chapit la Kopi

ଓଡିଆ ବାଇବେଲ

14 "ଆମ୍ଭେ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବା ଓ ତୁମ୍ଭ ବଂଶର ଅତିଶୟ ବୃଦ୍ଧି କରିବା ।''

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ସେ କହଥିଲେ, “ମୁଁ ପ୍ରତିଜ୍ଞା କରୁଛିୁ ତୁମକୁ ଆଶୀର୍ବାଦ କରିବି, ତୁମର ବଂଶକୁ ବହୁଳ ଭାବରେ ବୃଦ୍ଧି କରିବି।”

Gade chapit la Kopi

ପବିତ୍ର ବାଇବଲ

14 ପରମେଶ୍ୱର କହିଲେ: “ମୁଁ ଅବଶ୍ୟ ତୁମ୍ଭକୁ ଆଶୀର୍ବାଦ କରିବି। ମୁଁ ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବି।”

Gade chapit la Kopi




ଏବ୍ରୀ 6:14
10 Referans Kwoze  

ତୁମ୍ଭର ଏହି କର୍ମ ସକାଶୁ ଆମ୍ଭେ ଆପଣା ନାମରେ ଶପଥ କରି କହୁଅଛୁ, ଆମ୍ଭେ ତୁମ୍ଭକୁ ଅବଶ୍ୟ ଆଶୀର୍ବାଦ କରି ଆକାଶସ୍ଥ ତାରାଗଣ ଓ ସମୁଦ୍ରର ବାଲି ପରି ତୁମ୍ଭର ବଂଶ ଅତିଶୟ ବୃଦ୍ଧି କରିବା; ତୁମ୍ଭର ବଂଶ ଶତ୍ରୁଗଣର ନଗର-ଦ୍ୱାର ଅଧିକାର କରିବେ।


ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ।


ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ।


ଆପଣା ଦାସ ଅବ୍ରହାମ ଓ ଇସ୍‌ହାକ ଓ ଇସ୍ରାଏଲଙ୍କୁ ସ୍ମରଣ କର, ତୁମ୍ଭେ ଆପଣା ନିଜ ନାମରେ ଶପଥ କରି ସେମାନଙ୍କୁ କହିଅଛ, ‘ଆମ୍ଭେ ଆକାଶର ତାରାଗଣ ନ୍ୟାୟ ତୁମ୍ଭମାନଙ୍କ ବଂଶ ବୃଦ୍ଧି କରିବା ଓ ଏହି ଯେଉଁସବୁ ଦେଶର କଥା କହିଲୁ, ତାହା ତୁମ୍ଭମାନଙ୍କ ବଂଶକୁ ଦେବା, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ତାହା ଅଧିକାର କରିବେ।’”


ଆମ୍ଭେ ତୁମ୍ଭ ସହିତ ଆପଣା ନିୟମ ସ୍ଥିର କରି ତୁମ୍ଭକୁ ଅତିଶୟ ବୃଦ୍ଧି କରିବା।”


‘ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍‍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।’


“ସଦାପ୍ରଭୁ କହୁଅଛନ୍ତି, ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ଅସମ୍ମତ ନୋହିଲ;


ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍‌ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’”


କାରଣ ଅଧିକାର ଯଦି ମୋଶାଙ୍କ ବ୍ୟବସ୍ଥାମୂଳକ ହୁଏ, ତେବେ ତାହା ଆଉ ପ୍ରତିଜ୍ଞାମୂଳକ ନୁହେଁ; କିନ୍ତୁ ଈଶ୍ବର ପ୍ରତିଜ୍ଞା ଦ୍ୱାରା ଅବ୍ରହାମଙ୍କୁ ତାହା ଦାନ କରିଅଛନ୍ତି।


ଅନିଷ୍ଟ ପରିବର୍ତ୍ତେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।


Swiv nou:

Piblisite


Piblisite