Biblia Todo Logo
Bib sou entènèt

- Piblisite -




ଏବ୍ରୀ 6:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଏହିପ୍ରକାରେ ଦୀର୍ଘସହିଷ୍ଣୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳ ପ୍ରାପ୍ତ ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

15 ଆଉ ଏହି ପ୍ରକାରେ ଦୀର୍ଘସହିଷ୍ଣୁୁ ହୋଇ ଅବ୍ରହାମ ପ୍ରତିଜ୍ଞାର ଫଳପ୍ରାପ୍ତ ହୋଇଥିଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଅବ୍ରାହାମ ଧୈର୍ଯ୍ୟ ଧରି ଅପେକ୍ଷା କଲେ। ତେଣୁ ସେ ଈଶ୍ୱରଙ୍କ ପ୍ରତିଜ୍ଞାତ ବିଷୟସବୁ ପ୍ରାପ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ

15 ଅବ୍ରହାମ ଧୈର୍ଯ୍ୟପୂର୍ବକ ଏହା ଘଟିବା ପାଇଁ ଅପେକ୍ଷା କଲେ। ଓ ପରେ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାନୁସାରେ ଫଳପ୍ରାପ୍ତ ହେଲେ।

Gade chapit la Kopi




ଏବ୍ରୀ 6:15
10 Referans Kwoze  

ଯେପରି ତୁମ୍ଭେମାନେ ଶିଥିଳ ନ ହୋଇ, ଯେଉଁମାନେ ବିଶ୍ୱାସ ଓ ଧୈର୍ଯ୍ୟ ଦ୍ୱାରା ପ୍ରତିଜ୍ଞାସମୂହର ଅଧିକାରୀ, ବରଂ ସେମାନଙ୍କର ଅନୁକାରୀ ହୁଅ।


ତଥାପି ଇସ୍ରାଏଲ ବଂଶ ବହୁପ୍ରଜ, ବର୍ଦ୍ଧିଷ୍ଣୁ ଓ ବହୁଗୋଷ୍ଠୀକ ହୋଇ ଅତିଶୟ ପ୍ରବଳ ହେଲେ, ପୁଣି, ସେମାନଙ୍କ ଦ୍ୱାରା ଦେଶ ପରିପୂର୍ଣ୍ଣ ହେଲା।


ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା।


ଆଉ ଏହି କାରଣରୁ ସେ ନୂତନ ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ଯେପରି ପ୍ରଥମ ନିୟମକାଳୀନ ଅପରାଧ ମାର୍ଜନାର୍ଥେ ମୃତ୍ୟୁଭୋଗ କରିଯାଇଥିବାରୁ ଈଶ୍ବରଙ୍କ ଆହୂତ ଲୋକମାନେ ଅନନ୍ତ ଅଧିକାର ସମ୍ବନ୍ଧୀୟ ପ୍ରତିଜ୍ଞାର ଫଳପ୍ରାପ୍ତ ହୁଅନ୍ତି।


Swiv nou:

Piblisite


Piblisite