ଏବ୍ରୀ 6:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ। Gade chapit laପବିତ୍ର ବାଇବଲ (Re-edited) - (BSI)16 ମନୁଷ୍ୟମାନେ ତ ମହତ୍ତର ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ଵାରା ହୁଏ। Gade chapit laଓଡିଆ ବାଇବେଲ16 ମନୁଷ୍ୟମାନେ ତ ସେମାନଙ୍କଠାରୁ ମହାନ୍ ନାମରେ ଶପଥ କରିଥାଆନ୍ତି, ଆଉ କଥା ସ୍ଥିର କରିବା ନିମନ୍ତେ ସେମାନଙ୍କର ସମସ୍ତ ବିବାଦର ନିଷ୍ପତ୍ତି ଶପଥ ଦ୍ୱାରା ହୁଏ । Gade chapit laପବିତ୍ର ବାଇବଲ (CL) NT (BSI)16 ଲୋକେ ଶପଥ କଲାବେଳେ ନିଗଠାରୁ ମହତ୍ତର ବ୍ୟକ୍ତିଙ୍କ ନାମରେ ଶପଥ କରନ୍ତି, ଏଭଳି ଶପଥ କରିବା ଦ୍ୱାରା ସମସ୍ତ ବାଦାନୁବାଦର ଅବସାନ ଘଟେ। Gade chapit laପବିତ୍ର ବାଇବଲ16 ମନୁଷ୍ୟମାନେ ନିଜ ଅପେକ୍ଷା ମହତ୍ ଲୋକର ନାମ ନେଇ ଶପଥ କରିଥା’ନ୍ତି। ଏହା ଦ୍ୱାରା ସେମାନଙ୍କର କଥାର ସତ୍ୟତା ପ୍ରମାଣିତ ହୁଏ ଓ ସେମାନଙ୍କ ବିବାଦର ନିଷ୍ପତ୍ତି ହୁଏ। Gade chapit la |
ତହୁଁ ରାଜା ଗିବୀୟୋନୀୟ ଲୋକମାନଙ୍କୁ ଡକାଇ ସେମାନଙ୍କୁ କହିଲେ। (ଏହି ଗିବୀୟୋନୀୟ ଲୋକମାନେ ଇସ୍ରାଏଲ ସନ୍ତାନ ନ ଥିଲେ, ମାତ୍ର ଇମୋରୀୟମାନଙ୍କର ଅବଶିଷ୍ଟାଂଶ ମଧ୍ୟରେ ଥିଲେ; ପୁଣି ଇସ୍ରାଏଲ ସନ୍ତାନମାନେ ସେମାନଙ୍କୁ ବଧ ନ କରିବା ପାଇଁ ଶପଥ କରିଥିଲେ; ତଥାପି ଶାଉଲ ଇସ୍ରାଏଲ ଓ ଯିହୁଦା-ସନ୍ତାନଗଣ ପକ୍ଷରେ ଉଦ୍ଯୋଗୀ ହୋଇ ସେମାନଙ୍କୁ ବଧ କରିବାକୁ ଚେଷ୍ଟା କରିଥିଲେ।)