ଏବ୍ରୀ 7:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 କାରଣ ଅବ୍ରହାମଙ୍କ ସହିତ ମଲ୍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)10 କାରଣ ତାହାଙ୍କ ପିତାଙ୍କ ସହିତ ମଲ୍କୀଷେଦକ ସାକ୍ଷାତ କରିବା ସମୟରେ ସେ ତାହାଙ୍କ କଟୀରେ ଥିଲେ। Gade chapit laଓଡିଆ ବାଇବେଲ10 କାରଣ ଅବ୍ରହାମଙ୍କ ସହିତ ମଲ୍କୀଷେଦକ ସାକ୍ଷାତ କରିବା ସମୟରେ ଲେବୀ ଜନ୍ମ ହୋଇ ନ ଥିଲେ । Gade chapit laପବିତ୍ର ବାଇବଲ (CL) NT (BSI)10 ଲେବୀ ଦେତେବେଳେ ଜନ୍ମ ଗ୍ରହଣ କରି ନ ଥଲେସତ, କିନ୍ତୁ ଅବ୍ରାହାମ ଛଙ୍କୁ ସାକ୍ଷାତ କଲାବେଳେ ପିତୃପୁରୁଷ ଅବ୍ରାହାମଙ୍କର ବଂଶକ ଭାବରେ ଲେବୀ ତାଙ୍କ ଶରୀରରେ ଥିଲେ ବୋଲି କହିଲେ ଅତ୍ୟୁକ୍ତି ହେବା ନହିଁ। Gade chapit laପବିତ୍ର ବାଇବଲ10 ଲେବୀ ସେ ପର୍ଯ୍ୟନ୍ତ ଜନ୍ମ ନ ହୋଇଥିଲେ ସୁଦ୍ଧା ଅବ୍ରହାମ ମଲ୍କୀଷେଦକଙ୍କୁ ଭେଟିବା ସମୟରେ ଲେବୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀରରେ ଥିଲେ। Gade chapit la |