Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

15 ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ଏତିରୁ ସ୍ପଷ୍ଟ ବୁଝାଯାଉଛି ଯେ, ଛଙ୍କ ସଦୃଶ ଅନ୍ୟ ଜଣେ ଯାଜକଙ୍କ ଆବିର୍ଭାବ ହେଲା।

Gade chapit la Kopi

ପବିତ୍ର ବାଇବଲ

15 ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଆଉ ଜଣେ ଯାଜକ ଅଛନ୍ତି।

Gade chapit la Kopi




ଏବ୍ରୀ 7:15
8 Referans Kwoze  

ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”


ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?


ଏହାଙ୍କର ପିତା କି ମାତା କି ବଂଶାବଳୀର କିଅବା ଆୟୁର ଆରମ୍ଭ ଓ ଜୀବନର ଅନ୍ତ କିଛି ହିଁ ଜଣା ନାହିଁ; ସେ ଈଶ୍ବରଙ୍କ ପୁତ୍ରଙ୍କ ସଦୃଶ କରାଯାଇ ଅନନ୍ତକାଳୀନ ଯାଜକ ହୋଇ ରହିଅଛନ୍ତି।


ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ, ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ।


ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”


କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ଯିହୂଦାଙ୍କ ଗୋଷ୍ଠୀରୁ ଉତ୍ପନ୍ନ ହୋଇଅଛନ୍ତି, ଯେଉଁ ଗୋଷ୍ଠୀର ଯାଜକତ୍ୱ ସମ୍ବନ୍ଧରେ ମୋଶା କିଛି କହି ନାହାନ୍ତି।


ସେ ଶାରୀରିକ ବ୍ୟବସ୍ଥାନୁସାରେ ନିଯୁକ୍ତ ନ ହୋଇ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ନିଯୁକ୍ତ ହୋଇଅଛନ୍ତି।


Swiv nou:

Piblisite


Piblisite