Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 କାରଣ ତାହାଙ୍କ ସମ୍ଵନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।

Gade chapit la Kopi

ଓଡିଆ ବାଇବେଲ

17 କାରଣ ତାହାଙ୍କ ସମ୍ବନ୍ଧରେ ଏହି ସାକ୍ଷ୍ୟ ଦିଆଯାଏ, ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 କାରଣ ଧର୍ମଶାସ୍ତ୍ରରେ ଲିଖିତ ଅଛି, “ତୁମେ ମଲ୍କିସେଦକଙ୍କ ଉତ୍ତରାଧିକାରୀ ସ୍ୱରୂପ ଅନନ୍ତକାଳୀନ ଯାଜକ ହେବ।”

Gade chapit la Kopi

ପବିତ୍ର ବାଇବଲ

17 ଶାସ୍ତ୍ରରେ ତାଙ୍କ ବିଷୟରେ କୁହାଯାଇଛି: “ତୁମ୍ଭେ ମ‌‌‌‌‌‌‌‌ଲ୍‌‌‌‌‌‌‌କୀଷେଦକଙ୍କ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।”

Gade chapit la Kopi




ଏବ୍ରୀ 7:17
7 Referans Kwoze  

ସଦାପ୍ରଭୁ ଶପଥ କରିଅଛନ୍ତି ଓ ଅନ୍ୟଥା କରିବେ ନାହିଁ, “ମଲ୍‍କୀଷେଦକଙ୍କ ରୀତି ଅନୁସାରେ ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ।”


ପୁଣି, ସେ ଅନ୍ୟ ସ୍ଥାନରେ ମଧ୍ୟ କହନ୍ତି, “ତୁମ୍ଭେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ଯାଜକ ଅଟ।”


ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’”


ଆଉ ଏହା ଏଥିରେ ମଧ୍ୟ ଆହୁରି ଅଧିକ ସୁସ୍ପଷ୍ଟ ହୁଏ, ମଲ୍‍କୀଷେଦକଙ୍କ ସାଦୃଶ୍ୟରେ ଆଉ ଜଣେ ଯାଜକ ଉତ୍ପନ୍ନ ହୋଇଅଛନ୍ତି,


ଏହେତୁ ସେ ଈଶ୍ବରଙ୍କ କର୍ତ୍ତୃକ ମଲ୍‍କୀଷେଦକଙ୍କ ସଦୃଶ ମହାଯାଜକ ବୋଲି ନାମ ପ୍ରାପ୍ତ ହେଲେ।


ଆଉ, ଯୀଶୁ ସେହି ସ୍ଥାନରେ ମଲ୍‍କୀଷେଦକଙ୍କ ସଦୃଶ ଅନନ୍ତକାଳୀନ ମହାଯାଜକ ହୋଇ ଆମ୍ଭମାନଙ୍କର ଅଗ୍ରଗାମୀ ରୂପେ ପ୍ରବେଶ କରିଅଛନ୍ତି।


ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କଅଣ ଆବଶ୍ୟକ ଥିଲା?


Swiv nou:

Piblisite


Piblisite