Biblia Todo Logo
Bib sou entènèt

- Piblisite -




ଏବ୍ରୀ 7:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,

Gade chapit la Kopi

ଓଡିଆ ବାଇବେଲ

23 ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଏହା ବ୍ୟତୀତ ଆଉ ଏକ ପାର୍ଥକ୍ୟ ମଧ୍ୟ ପରିଲକ୍ଷିତ ହୁଏ। ଅନ୍ୟ ଯାଜକମାନେ ମରଣଶୀଳ ହୋଇଥିବାର ସେମାନଙ୍କ ମତ୍ୟୁ ଅନ୍ତେ ଅନ୍ୟମାନେ ଯାଜକ ନିଯୁକ୍ତ ହୁଅନ୍ତି; ତେଣୁ ସେମାନେ ସଂଖ୍ୟାରେ ଅନେକ।

Gade chapit la Kopi

ପବିତ୍ର ବାଇବଲ

23 ଆହୁରି ମଧ୍ୟ ଯେତେବେଳେ ସେହି ଅନ୍ୟ ଯାଜକମାନେ ମରିଗଲେ, ସେମାନେ ଆଉ ଯାଜକ ହୋଇ ରହି ପାରିଲେ ନାହିଁ। ଏଥିପାଇଁ ସେହି ଯାଜକମାନଙ୍କ ଭିତରୁ ଅନେକ ସେଠାରେ ଥିଲେ।

Gade chapit la Kopi




ଏବ୍ରୀ 7:23
7 Referans Kwoze  

ଏ ସ୍ଥଳରେ ମର୍ତ୍ତ୍ୟ ମନୁଷ୍ୟମାନେ ଦଶମାଂଶ ଗ୍ରହଣ କରିଥାଆନ୍ତି, କିନ୍ତୁ ସେ ସ୍ଥଳରେ ଗ୍ରହଣ କରିଥିବା ବ୍ୟକ୍ତିଙ୍କ ବିଷୟରେ ସାକ୍ଷ୍ୟ ଦିଆଯାଏ ଯେ, ସେ ଅମର।


କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, “ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି?”


ଯେଣୁ ସେମାନେ ତ ବିନା ଶପଥରେ ଯାଜକ ହୋଇଅଛନ୍ତି, କିନ୍ତୁ ଯେ ତାହାଙ୍କ ବିଷୟରେ ଏହା କହିଅଛନ୍ତି, “ପ୍ରଭୁ ଶପଥ କରିଅଛନ୍ତି, ଆଉ ସେ ଅନୁତାପ କରିବେ ନାହିଁ, ‘ତୁମ୍ଭେ ଅନନ୍ତକାଳୀନ ଯାଜକ ଅଟ, ତାହାଙ୍କ ଦ୍ୱାରା ସେ ଶପଥ ସହକାରେ ଯାଜକ ହୋଇଅଛନ୍ତି।’”


ସେହି ପ୍ରକାରେ ଯୀଶୁ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି।


କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।


Swiv nou:

Piblisite


Piblisite