ଏବ୍ରୀ 7:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଅତଏବ, ତାହାଙ୍କ ଦ୍ଵାରା ଯେଉଁମାନେ ଈଶ୍ଵରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ। Gade chapit laଓଡିଆ ବାଇବେଲ25 ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ । Gade chapit laପବିତ୍ର ବାଇବଲ (CL) NT (BSI)25 ତେଣୁ ଯେଉଁମାନେ ତାଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ଉଦ୍ଧାର କରିବାକୁ ସେ ବର୍ତ୍ତମାନ ତଥା ଚିରକାଳ ସମର୍ଥ, କାରଣ ସେମାନଙ୍କ ନିମନ୍ତେ ଈଶ୍ୱରଙ୍କ ଛାମୁରେ ନିବେଦନ କରିବାକୁ ସେ ଚିରକାଳ ଜୀବିତ। Gade chapit laପବିତ୍ର ବାଇବଲ25 ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ୟମରେ ପରମେଶ୍ୱରଙ୍କ ପାଖକୁ ଆସନ୍ତି, ସେମାନଙ୍କୁ ଯୀଶୁ ପରିତ୍ରାଣ ଦେଇ ପାରିବେ। ସେ ନିତ୍ୟ ଜୀବିତ ହେବାରୁ, ଲୋକେ ଯେତେବେଳେ ପରମେଶ୍ୱରଙ୍କ ପାଖକୁ ଆସିବେ, ଯୀଶୁ ସେମାନଙ୍କୁ ସର୍ବଦା ସାହାଯ୍ୟ କରି ପାରିବେ। Gade chapit la |
ଏବେ ଶୃଙ୍ଗ, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନେବଲ, ମୃଦଙ୍ଗ ଓ ସର୍ବପ୍ରକାର ବାଦ୍ୟ ଶୁଣିଲେ, ତୁମ୍ଭେମାନେ ଯଦି ମୋʼ ନିର୍ମିତ ପ୍ରତିମାକୁ ମୁହଁ ମାଡ଼ି ପ୍ରଣାମ କରିବାକୁ ପ୍ରସ୍ତୁତ ହୁଅ, ତେବେ ଭଲ; ମାତ୍ର ଯଦି ତୁମ୍ଭେମାନେ ପ୍ରଣାମ ନ କର, ତେବେ ସେହି ଦଣ୍ଡରେ ତୁମ୍ଭେମାନେ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରେ ନିକ୍ଷିପ୍ତ ହେବ; ଆଉ, ଏପରି କେଉଁ ଦେବତା ଅଛି ଯେ ତୁମ୍ଭମାନଙ୍କୁ ମୋʼ ହସ୍ତରୁ ଉଦ୍ଧାର କରିବ?”