ଏବ୍ରୀ 9:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ, Gade chapit laପବିତ୍ର ବାଇବଲ (Re-edited) - (BSI)19 କାରଣ ମୋଶା ଲୋକମାନଙ୍କ ନିକଟରେ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ, Gade chapit laଓଡିଆ ବାଇବେଲ19 କାରଣ ମୋଶା ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ, Gade chapit laପବିତ୍ର ବାଇବଲ (CL) NT (BSI)19 ପ୍ରଥମେ ମୋଶା ବ୍ୟବସ୍ଥାର ଆଜ୍ଞାମାନ ଲୋକମାନଙ୍କ ନିକଟରେ ଘୋଷଣା କଲେ। ତତ୍ପରେ ସେ ବୃକ୍ଷ ଓ ଛାଗର ରକ୍ତ ଜଳ ସହିତ ମିଶାଇ ଏସୋବ ଡାଳ ଓ କିଛି ଲୋହିତ ବର୍ଣ୍ଣର ମେଷ ଲୋମ ଦ୍ୱାରା ବ୍ୟବସ୍ଥା ପୁସ୍ତକ ଓ ଲୋକମାନଙ୍କ ଉପରେ ସେଚନ କଲେ। Gade chapit laପବିତ୍ର ବାଇବଲ19 ପ୍ରଥମରେ, ବ୍ୟବସ୍ଥାର ପ୍ରତ୍ୟେକ ଈଶ୍ୱରୀୟ ଆଜ୍ଞା ମୋଶା ଲୋକମାନଙ୍କୁ କହିଥିଲେ। ତା'ପରେ ମୋଶା ବାଛୁରିଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡାଳଟିଏ ନେଇ ଜଳ ମିଶ୍ରିତ ରକ୍ତ ବ୍ୟବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ। Gade chapit la |