Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆହୁରି ମଧ୍ୟ ସେ ତମ୍ଭୁ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।

Gade chapit la Kopi

ଓଡିଆ ବାଇବେଲ

21 ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 ମୋଶା ସେହି ପ୍ରକାରେ ରକ୍ତ ନେଇ ତମ୍ବୁ ମନ୍ଦିର ଓ ଉପାସନାରେ ବ୍ୟବହୃତ ସମସ୍ତ ସାମଗ୍ରୀ ଉପରେ ସେଚନ କଲେ।

Gade chapit la Kopi

ପବିତ୍ର ବାଇବଲ

21 ମୋଶା ପବିତ୍ର ତମ୍ବୁ ଉପରେ ସେହି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ୟକ ହେଉଥିବା ପ୍ରତ୍ୟେକ ବସ୍ତୁ ଉପରେ ମଧ୍ୟ ସେ ସେହି ରକ୍ତ ଛିଞ୍ଚିଲେ।

Gade chapit la Kopi




ଏବ୍ରୀ 9:21
12 Referans Kwoze  

ତହୁଁ ସେ ତାକୁ ବଧ କଲେ, ପୁଣି ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।


ତହୁଁ ସେ ତାକୁ ବଧ କଲେ; ପୁଣି ମୋଶା ରକ୍ତ ନେଇ ଅଙ୍ଗୁଳି ଦ୍ୱାରା ବେଦିର ଚାରିଆଡ଼େ ଶୃଙ୍ଗ ଉପରେ ଦେଇ ବେଦିକୁ ପବିତ୍ର କଲେ; ଆଉ, ବେଦି ମୂଳରେ ସେହି ରକ୍ତ ଢାଳିଦେଲେ ଓ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପବିତ୍ର କଲେ।


ଆଉ ତୁମ୍ଭେ ପ୍ରାୟଶ୍ଚିତ୍ତ ନିମନ୍ତେ ପ୍ରତିଦିନ ପାପାର୍ଥକ ବଳି ରୂପେ ଏକ ପୁଂଗୋବତ୍ସ ଉତ୍ସର୍ଗ କରିବ, ପୁଣି, ବେଦି ନିମନ୍ତେ ପ୍ରାୟଶ୍ଚିତ୍ତ କରି ତାହା ପାପମୁକ୍ତ କରିବ ଓ ତାହା ପବିତ୍ର କରିବା ପାଇଁ ଅଭିଷେକ କରିବ।


ଏଥିଉତ୍ତାରେ ଗୋବତ୍ସର ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ବେଦିର ଶୃଙ୍ଗ ଉପରେ ଦେବ, ପୁଣି, ବେଦି ମୂଳରେ ଆଉ ସବୁ ରକ୍ତ ଢାଳି ଦେବ।


ମଧ୍ୟ ସେ ଲୋକମାନଙ୍କର ମଙ୍ଗଳାର୍ଥକ ବଳିର ଗୋରୁ ଓ ମେଷ ବଧ କଲେ; ପୁଣି, ହାରୋଣଙ୍କର ପୁତ୍ରଗଣ ତାଙ୍କ ନିକଟରେ ରକ୍ତ ସମର୍ପଣ କରନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ;


ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।


ତହୁଁ ମୋଶା ରକ୍ତ ଘେନି ତହିଁର ଅର୍ଦ୍ଧେକ ପାତ୍ରରେ ରଖିଲେ, ଆଉ ଅର୍ଦ୍ଧେକ ରକ୍ତ ବେଦି ଉପରେ ସେଚନ କଲେ।


ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।


Swiv nou:

Piblisite


Piblisite