ଏବ୍ରୀ 9:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ; Gade chapit laପବିତ୍ର ବାଇବଲ (Re-edited) - (BSI)25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ; Gade chapit laଓଡିଆ ବାଇବେଲ25 ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ; Gade chapit laପବିତ୍ର ବାଇବଲ (CL) NT (BSI)25 ଇହୁଦୀୟ ମହାଯାଜକ ବର୍ଷକୁ ଥରେ ପଶୁ ରକ୍ତ ନେଇ ମହାପବିତ୍ର ସ୍ଥାନକୁ ଯାଆନ୍ତି। କିନ୍ତୁ ଖୀଷ୍ଟ ନିଜକୁ ବାରମ୍ବାର ଉତ୍ସର୍ଗ କରିବା ପାଇଁ ସେଠାକୁ ଯାଇ ନାହିଁନ୍ତି। Gade chapit laପବିତ୍ର ବାଇବଲ25 ବର୍ତ୍ତମାନ ସେ ମଧ୍ୟ ଆମ୍ଭକୁ ସାହାଯ୍ୟ କରିବା ପାଇଁ ସେଠାରେ ପରମେଶ୍ୱରଙ୍କ ଆଗରେ ଅଛନ୍ତି। ମହାଯାଜକ ମହାପବିତ୍ର ସ୍ଥାନରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନେଇ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାଯାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସେଭଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ୱର୍ଗରେ ପ୍ରବେଶ କରି ନ ଥିଲେ। Gade chapit la |