Biblia Todo Logo
Bib sou entènèt

- Piblisite -




ଏବ୍ରୀ 9:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ଵୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।

Gade chapit la Kopi

ଓଡିଆ ବାଇବେଲ

8 ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଏହି ସମସ୍ତ ବିଷୟରୁ ପବିତ୍ରଆତ୍ମା ଏ କଥା ସ୍ପଷ୍ଟଭାବେ ଶିକ୍ଷା ଦେଇଛନ୍ତି ଯେ, ପ୍ରଥମ ପ୍ରକୋଷ୍ଠ ଥିବା ଯାଏ, ମହାପବିତ୍ର ସ୍ଥାନକୁ ଯିବାର ପଥ ଉନ୍ମୁକ୍ତ ହୋଇ ନାହିଁ।

Gade chapit la Kopi

ପବିତ୍ର ବାଇବଲ

8 ଏତଦ୍ଦ୍ୱାରା ପବିତ୍ରଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ଯ୍ୟନ୍ତ ଅତିପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ଖୋଲା ହୋଇ ନାହିଁ।

Gade chapit la Kopi




ଏବ୍ରୀ 9:8
15 Referans Kwoze  

ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।


ଅତଏବ ପବିତ୍ର ଆତ୍ମା ଶାସ୍ତ୍ରରେ ଯେପରି କହନ୍ତି, “ଆଜି ଯଦି ତୁମ୍ଭେମାନେ ତାହାଙ୍କ ବାଣୀ ଶୁଣ


କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ।


କାରଣ କୌଣସି ଭାବବାଣୀ କେବେ ହେଁ ମନୁଷ୍ୟର ଇଚ୍ଛାରୁ ଉତ୍ପନ୍ନ ହୋଇ ନାହିଁ, ମାତ୍ର ଈଶ୍ବର ପ୍ରେରିତ ମନୁଷ୍ୟମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ କଥା କହିଥିଲେ।


ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି;


ଆଉ ଈଶ୍ବର ଅଣଯିହୁଦୀମାନଙ୍କୁ ବିଶ୍ୱାସ ହେତୁ ଧାର୍ମିକ ଗଣନା କରିବେ, ଏହା ଧର୍ମଶାସ୍ତ୍ର ପୂର୍ବରୁ ଦେଖି ଅବ୍ରହାମଙ୍କ ନିକଟରେ ସୁସମାଚାର ପ୍ରଚାର କରି କହିଲେ, “ତୁମ୍ଭ ଦେଇ ସମସ୍ତ ଜାତି ଆଶୀର୍ବାଦ ପ୍ରାପ୍ତ ହେବେ।”


ମୁଁ ଦ୍ୱାର, ଯଦି କେହି ମୋʼ ଦେଇ ପ୍ରବେଶ କରେ, ତାହାହେଲେ ସେ ରକ୍ଷା ପାଇବ ଏବଂ ଭିତରକୁ ଆସି ଓ ବାହାରକୁ ଯାଇ ଚରା ପାଇବ।


ପୁଣି, ସେମାନେ ନିଜ ନିଜ ମଧ୍ୟରେ ଏକମତ ନ ହେବାରୁ ବିଦାୟ ନେଲେ; ସେମାନଙ୍କ ଯିବା ପୂର୍ବେ ପାଉଲ ଏହି ଗୋଟିଏ କଥା କହିଲେ, ଆପଣମାନଙ୍କ ପିତୃପୁରୁଷମାନଙ୍କୁ ଭାବବାଦୀ ଯିଶାଇୟଙ୍କ ଦ୍ୱାରା ପବିତ୍ର ଆତ୍ମା ଯଥାର୍ଥ ରୂପେ କହିଥିଲେ,


ତେଣୁ ଯୀଶୁ ପୁନର୍ବାର କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୁଁ ମେଷଗୁଡ଼ିକର ଦ୍ୱାର।


ସେତେବେଳେ ସେମାନେ ପୁରାତନ କାଳ, ମୋଶା ଓ ଆପଣା ଲୋକମାନଙ୍କୁ ସ୍ମରଣ କରି କହିଲେ, ଯେ ଆପଣା ପଲର ରକ୍ଷକମାନଙ୍କ ସହିତ ସେମାନଙ୍କୁ ସମୁଦ୍ର ପାର କରାଇ ଆଣିଲେ, ସେ କାହାନ୍ତି? ଯେ ସେମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ରଖିଲେ,


ଆଉ ପବିତ୍ର ଆତ୍ମା ମଧ୍ୟ ଆମ୍ଭମାନଙ୍କୁ ସେ ବିଷୟରେ ସାକ୍ଷ୍ୟ ଦିଅନ୍ତି;


ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।


Swiv nou:

Piblisite


Piblisite