ହୋଶେୟ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।” Gade chapit laପବିତ୍ର ବାଇବଲ (Re-edited) - (BSI)2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ଵାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରୁଅଛି। Gade chapit laଓଡିଆ ବାଇବେଲ2 ଯେଉଁ ସମୟରେ ସଦାପ୍ରଭୁ ପ୍ରଥମରେ ହୋଶେୟଙ୍କ ଦ୍ୱାରା କଥା କହିଲେ, ସେହି ସମୟରେ ସଦାପ୍ରଭୁ ହୋଶେୟଙ୍କୁ କହିଲେ, “ତୁମ୍ଭେ ଯାଇ ବ୍ୟଭିଚାରିଣୀ ଏକ ଭାର୍ଯ୍ୟାକୁ ଓ ବ୍ୟଭିଚାରରୁ ଜାତ ସନ୍ତାନଗଣକୁ ଗ୍ରହଣ କର; କାରଣ ଏହି ଦେଶ ସଦାପ୍ରଭୁଙ୍କୁ ପରିତ୍ୟାଗ କରି ମହା ବ୍ୟଭିଚାର କରିଅଛି।” Gade chapit laପବିତ୍ର ବାଇବଲ2 ସଦାପ୍ରଭୁଙ୍କର ହୋଶେୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, “ଯାଅ, ଏକ ଗଣିକାକୁ ବିବାହ କର, ଯାହାଫଳରେ ବେଶ୍ୟାର ପୁତ୍ର ଜନ୍ମ ହେବ। କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ଯ୍ୟ କରିଛନ୍ତି। ସଦାପ୍ରଭୁଙ୍କଠାରେ ଅବିଶ୍ୱସ୍ତ ହୋଇଛନ୍ତି।” Gade chapit la |
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।