ହୋଶେୟ 1:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ, ସେ ସ୍ତ୍ରୀ ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ; କାରଣ ଆମ୍ଭେ କୌଣସିମତେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ। Gade chapit laଓଡିଆ ବାଇବେଲ6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ। Gade chapit laପବିତ୍ର ବାଇବଲ6 ତା'ପରେ ଗୋମର ପୁନର୍ବାର ଗର୍ଭବତୀ ହେଲେ ଓ ଏକ କନ୍ୟା ସନ୍ତାନ ଜନ୍ମ ଦେଲେ। ସଦାପ୍ରଭୁ ହୋଶେୟକୁ କହିଲେ, “ତା'ର ନାମ ଲୋ-ରୁହାମା ଦିଅ। କାରଣ ଆମ୍ଭେ ଏଣିକି ଇସ୍ରାଏଲ ଜାତିକୁ ଆଉ ଦୟା ଦେଖାଇବା ନାହିଁ। ଆମ୍ଭେ ସେମାନଙ୍କୁ କ୍ଷମା ଦେବା ନାହିଁ। Gade chapit la |