ହୋଶେୟ 10:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ। Gade chapit laଓଡିଆ ବାଇବେଲ10 ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ। Gade chapit laପବିତ୍ର ବାଇବଲ10 ମୁଁ ସେମାନଙ୍କୁ ଦଣ୍ତ ଦେବାକୁ ଆସିବି। ଦେଶଗୁଡ଼ିକୁ ମିଳିତ ଭାବରେ ସେମାନଙ୍କ ବିରୁଦ୍ଧରେ ଯିବେ। ସେମାନେ ଇସ୍ରାଏଲ ଅଧିବାସୀଙ୍କୁ ସେମାନଙ୍କର ଦୁଇଗୁଣା ପାପ ପାଇଁ ଦଣ୍ତ ଦେବେ। Gade chapit la |
ଦେଖ, ତୁମ୍ଭେ ଯେଉଁମାନଙ୍କଠାରେ ସନ୍ତୋଷ ପାଇଅଛ, ତୁମ୍ଭର ସେହି ପ୍ରେମିକ ସମସ୍ତଙ୍କୁ, ଆଉ ଯେଉଁମାନଙ୍କୁ ତୁମ୍ଭେ ପ୍ରେମ କରିଅଛ ଓ ଯେଉଁମାନଙ୍କୁ ତୁମ୍ଭେ ଘୃଣା କରିଅଛ, ସେହି ସମସ୍ତଙ୍କୁ ଆମ୍ଭେ ଏକତ୍ର କରିବା; ଆମ୍ଭେ ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରୁ ସେମାନଙ୍କୁ ଏକତ୍ର କରି ସେମାନଙ୍କ ଆଗରେ ତୁମ୍ଭର ଉଲଙ୍ଗତା ଅନାବୃତ କରିବା, ତହିଁରେ ସେମାନେ ତୁମ୍ଭର ସମସ୍ତ ଉଲଙ୍ଗତା ଦେଖିବେ।
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।