ହୋଶେୟ 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼। Gade chapit laପବିତ୍ର ବାଇବଲ (Re-edited) - (BSI)8 ଆହୁରି, ଇସ୍ରାଏଲର ପାପ ସ୍ଵରୂପ ଆବେନର ଉଚ୍ଚସ୍ଥଳୀସବୁ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପ-ପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼। Gade chapit laଓଡିଆ ବାଇବେଲ8 ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, “ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।” Gade chapit laପବିତ୍ର ବାଇବଲ8 ଇସ୍ରାଏଲ ବହୁ ପାପ କଲା ଏବଂ ବହୁତ ଉଚ୍ଚସ୍ଥାନ ନିର୍ମାଣ କଲା। ଆବେନ୍ର ଉଚ୍ଚସ୍ଥାନଗୁଡ଼ିକ ଧ୍ୱଂସ ହେବ। ସେମାନଙ୍କର ଯଜ୍ଞବେଦି ଉପରେ କଣ୍ଟା ଓ ଅନାବନା ଘାସ ଜନ୍ମିବ। ତା'ପରେ ସେମାନେ ପର୍ବତଗୁଡ଼ିକୁ କହିବେ, “ଆମ୍ଭମାନଙ୍କୁ ଆବୃତ୍ତ କର” ଏବଂ ପାହାଡ଼ଗୁଡ଼ିକୁ କହିବେ, “ଆମ୍ଭମାନଙ୍କ ଉପରେ ପଡ଼ିଯାଅ।” Gade chapit la |
ଏହିସବୁ ସମାପ୍ତ ହେଲା ଉତ୍ତାରେ ଉପସ୍ଥିତ ସମଗ୍ର ଇସ୍ରାଏଲ ଯିହୁଦାର ନଗରମାନଙ୍କୁ ଯାଇ ସ୍ତମ୍ଭସବୁ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିମାନ କାଟି ପକାଇଲେ, ପୁଣି ନିଃଶେଷରେ ବିନାଶ ନ କରିବା ପର୍ଯ୍ୟନ୍ତ ସମସ୍ତ ଯିହୁଦା ଓ ବିନ୍ୟାମୀନ୍ ମଧ୍ୟରୁ, ଆହୁରି ଇଫ୍ରୟିମ ଓ ମନଃଶିରେ ସ୍ଥିତ ଉଚ୍ଚସ୍ଥଳୀ ଓ ଯଜ୍ଞବେଦିସବୁ ଭାଙ୍ଗି ପକାଇଲେ। ତହୁଁ ଇସ୍ରାଏଲ-ସନ୍ତାନଗଣର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ଓ ନଗରକୁ ଫେରିଗଲେ।
ପୁଣି, ସେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯଜ୍ଞବେଦି ବିରୁଦ୍ଧରେ ଉଚ୍ଚସ୍ୱର କରି କହିଲା, “ହେ ଯଜ୍ଞବେଦି, ଯଜ୍ଞବେଦି, ସଦାପ୍ରଭୁ ଏହିପରି କହନ୍ତି; ଦେଖ, ଦାଉଦ-ବଂଶରେ ଯୋଶୀୟ ନାମରେ ଏକ ସନ୍ତାନ ଜନ୍ମିବ; ପୁଣି, ଉଚ୍ଚସ୍ଥଳୀର ଯେଉଁ ଯାଜକମାନେ ତୁମ୍ଭ ଉପରେ ଧୂପ ଜ୍ୱଳାଉ ଅଛନ୍ତି, ସେମାନଙ୍କୁ ତୁମ୍ଭ ଉପରେ ସେ ବଳିଦାନ କରିବ ଓ ଲୋକମାନେ ମନୁଷ୍ୟର ଅସ୍ଥି ତୁମ୍ଭ ଉପରେ ଦଗ୍ଧ କରିବେ।”