Biblia Todo Logo
Bib sou entènèt

- Piblisite -




ହୋଶେୟ 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ପ୍ରତିକୂଳ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେସ୍ଥାନରେ ଠିଆ ହେଲେ।

Gade chapit la Kopi

ଓଡିଆ ବାଇବେଲ

9 ହେ ଇସ୍ରାଏଲ, ତୁମ୍ଭେ ଗିବୀୟାର ସମୟଠାରୁ ପାପ କରି ଆସିଅଛ; ଅଧର୍ମର ସନ୍ତାନଗଣର ବିରୁଦ୍ଧ ଯୁଦ୍ଧ ଯେପରି ଗିବୀୟାରେ ଲୋକମାନଙ୍କୁ ନ ଧରିବ, ଏଥିପାଇଁ ସେମାନେ ସେହି ସ୍ଥାନରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

9 “ଇସ୍ରାଏଲ, ତୁମ୍ଭେ ଗିବିୟାଙ୍କ ସମୟରୁ ପାପ କରି ଗ୍ଭଲିଛ ଏବଂ ତୁମ୍ଭ ଲୋକମାନେ ସେଠାରେ ଲଗାତାର ପାପ କରି ଗ୍ଭଲିଛନ୍ତି। ଯୁଦ୍ଧ ପ୍ରକୃତରେ ସେହି ମନ୍ଦ ଲୋକମାନଙ୍କୁ ଗିବିୟାରେ ଧରିବ।

Gade chapit la Kopi




ହୋଶେୟ 10:9
12 Referans Kwoze  

ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।


ପୁଣି ଗିବୀୟାର ଲୋକମାନେ ମୋʼ ବିରୁଦ୍ଧରେ ଉଠି ରାତ୍ରିରେ ଗୃହ ଚତୁର୍ଦ୍ଦିଗରେ ମୋତେ ଘେରିଲେ; ମୋତେ ସେମାନେ ବଧ କରିବାକୁ ବିଚାର କଲେ, ପୁଣି ମୋର ଉପପତ୍ନୀକୁ ବଳାତ୍କାର କଲେ, ତହିଁରେ ସେ ମଲା।


ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେ ହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।


ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।


ତୁମ୍ଭେମାନେ ଗିବୀୟାରେ ଶିଙ୍ଗା ଧ୍ୱନି କର, ରାମାରେ ତୂରୀ ବଜାଅ; ବେଥ୍-ଆବନରେ ଭୟାନକ ସିଂହନାଦ କର; ତୁମ୍ଭ ପଛେ, ହେ ବିନ୍ୟାମୀନ୍,


ଆହୁରି, ଇସ୍ରାଏଲର ପାପ ସ୍ୱରୂପ ଆବେନର ଉଚ୍ଚସ୍ଥଳୀସକଳ ବିନଷ୍ଟ ହେବ; କଣ୍ଟା ଓ ଅଗରା ଗଛ ସେମାନଙ୍କର ଯଜ୍ଞବେଦି ଉପରେ ଉତ୍ପନ୍ନ ହେବ; ଆଉ, ସେମାନେ ପର୍ବତଗଣକୁ କହିବେ, ଆମ୍ଭମାନଙ୍କୁ ଘୋଡ଼ାଅ ଓ ଉପପର୍ବତଗଣକୁ କହିବେ, ଆମ୍ଭମାନଙ୍କ ଉପରେ ପଡ଼।


ଯେତେବେଳେ ଆମ୍ଭର ଇଚ୍ଛା, ସେତେବେଳେ ଆମ୍ଭେ ସେମାନଙ୍କୁ ଶାସ୍ତି ଦେବୁ ଓ ସେମାନେ ଆପଣାମାନଙ୍କର ଦୁଇ ଅପରାଧରେ ବନ୍ଧାଯିବା ସମୟରେ ଗୋଷ୍ଠୀଗଣ ସେମାନଙ୍କ ବିରୁଦ୍ଧରେ ସଂଗୃହୀତ ହେବେ।


Swiv nou:

Piblisite


Piblisite