ହୋଶେୟ 11:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲର ବାଲ୍ୟକାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ। Gade chapit laଓଡିଆ ବାଇବେଲ1 ଇସ୍ରାଏଲର ବାଲ୍ୟ କାଳରେ ଆମ୍ଭେ ତାହାକୁ ସ୍ନେହ କଲୁ ଓ ଆମ୍ଭ ପୁତ୍ରକୁ ମିସରରୁ ଡାକିଲୁ। Gade chapit laପବିତ୍ର ବାଇବଲ1 ସଦାପ୍ରଭୁ କହିଲେ, “ଇସ୍ରାଏଲ ବାଲ୍ୟ ଥିଲା ବେଳେ ଆମ୍ଭେ ତାକୁ ଭଲ ପାଉଥିଲୁ। ଆମ୍ଭେ ମିଶରକୁ ପୁଅ ବୋଲି ଡାକୁଥିଲୁ। Gade chapit la |