ହୋଶେୟ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ତତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ଵର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ଵରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ। Gade chapit laଓଡିଆ ବାଇବେଲ9 ଆମ୍ଭେ ଆପଣା କ୍ରୋଧର ପ୍ରଚଣ୍ଡତା ସଫଳ କରିବା ନାହିଁ, ଆମ୍ଭେ ଇଫ୍ରୟିମକୁ ବିନାଶ କରିବା ପାଇଁ ଫେରିବା ନାହିଁ; କାରଣ ଆମ୍ଭେ ପରମେଶ୍ୱର ଅଟୁ; ମନୁଷ୍ୟ ନୋହୁଁ; ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ; ଆମ୍ଭେ ନଗର ମଧ୍ୟରେ ପ୍ରବେଶ କରିବା ନାହିଁ। Gade chapit laପବିତ୍ର ବାଇବଲ9 ଆମ୍ଭେ ଆପଣା ଭୟଙ୍କର କ୍ରୋଧଭାବକୁ ପ୍ରକାଶ କରିବା ନାହିଁ। ଇଫ୍ରୟିମକୁ ପୁନର୍ବାର ଧ୍ୱଂସ କରିବା ନାହିଁ। ଆମ୍ଭେ ପରମେଶ୍ୱର, ମାନବ ନୋହୁଁ। ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ଧର୍ମସ୍ୱରୂପ ଅଟୁ। ଆମ୍ଭର କ୍ରୋଧ ଦେଖାଇବା ନାହିଁ। Gade chapit la |
କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।