ହୋଶେୟ 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଶମରିୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ଵରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ଼୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ତ ଖଣ୍ତ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Gade chapit laଓଡିଆ ବାଇବେଲ16 ଶମରୀୟା ଆପଣା ଦୋଷର ଫଳ ଭୋଗ କରିବ; କାରଣ ସେ ଆପଣା ପରମେଶ୍ୱରଙ୍କର ବିଦ୍ରୋହାଚରଣ କରିଅଛି; ସେମାନେ ଖଡ୍ଗରେ ପତିତ ହେବେ; ସେମାନଙ୍କର ଶିଶୁମାନେ କଚଡ଼ା ଯାଇ ଖଣ୍ଡ ଖଣ୍ଡ ହେବେ; ସେମାନଙ୍କର ଗର୍ଭବତୀ ସ୍ତ୍ରୀମାନେ ଚିରାଯିବେ। Gade chapit laପବିତ୍ର ବାଇବଲ16 ଶମରିୟା ନିଶ୍ଚିତ ଦଣ୍ତିତ ହେବ। କାରଣ ସେ ପରମେଶ୍ୱରଙ୍କ ବିରୁଦ୍ଧରେ ଯାଇଥିଲା। ଇସ୍ରାଏଲୀୟମାନେ ଖଡ଼୍ଗରେ ନିହତ ହେବେ। ସେମାନଙ୍କର ପିଲାମାନେ ବିଦୀର୍ଣ୍ଣ ହେବେ। ସେମାନଙ୍କର ଗର୍ଭବତୀ ନାରୀମାନେ ମଧ୍ୟ ବିଦୀର୍ଣ୍ଣ ହେବେ।” Gade chapit la |
ତହିଁରେ ହସାୟେଲ ପଚାରିଲା, “ମୋʼ ପ୍ରଭୁ କାହିଁକି ରୋଦନ କରୁଅଛନ୍ତି?” ଇଲୀଶାୟ ଉତ୍ତର କଲେ, “କାରଣ ଏହି, ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେଉଁ ଅନିଷ୍ଟ କରିବ, ତାହା ମୁଁ ଜାଣେ; ତୁମ୍ଭେ ସେମାନଙ୍କ ଦୃଢ଼ ଗଡ଼ସବୁରେ ଅଗ୍ନି ଲଗାଇବ ଓ ତୁମ୍ଭେ ସେମାନଙ୍କ ଯୁବାମାନଙ୍କୁ ଖଡ୍ଗରେ ବଧ କରିବ ଓ ସେମାନଙ୍କ ଶିଶୁଗଣକୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବ ଓ ସେମାନଙ୍କ ଗର୍ଭବତୀ ସ୍ତ୍ରୀମାନଙ୍କ ଉଦର ବିଦୀର୍ଣ୍ଣ କରିବ।”
ମୁଁ ଯଜ୍ଞବେଦି ନିକଟରେ ପ୍ରଭୁଙ୍କୁ ଠିଆ ହେବାର ଦେଖିଲି; ଆଉ, ସେ କହିଲେ, “ଦ୍ୱାରର ସମ୍ମୁଖ ସ୍ଥାନ ଯେପରି ହଲିବ, ଏଥିପାଇଁ ସ୍ତମ୍ଭର ମୁଣ୍ଡାଳିରେ ଆଘାତ କର ଓ ସମସ୍ତଙ୍କର ମସ୍ତକ ଉପରେ ତାହା ଖଣ୍ଡ ଖଣ୍ଡ କରି ପକାଅ; ପୁଣି, ଆମ୍ଭେ ସେମାନଙ୍କ ଶେଷାଂଶକୁ ଖଡ୍ଗରେ ବଧ କରିବା; ସେମାନଙ୍କ ମଧ୍ୟରୁ ଏକ ଜଣ ହିଁ ପଳାଇ ପାରିବ ନାହିଁ ଓ ସେମାନଙ୍କର ଏକ ଜଣ ହିଁ ରକ୍ଷା ପାଇବ ନାହିଁ।