ହୋଶେୟ 13:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ଵର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ଵର ବୋଲି ଜାଣିବ ନାହିଁ ଓ ଆମ୍ଭ ଭିନ୍ନ ଅନ୍ୟ ତ୍ରାଣକର୍ତ୍ତା ନାହିଁ। Gade chapit laଓଡିଆ ବାଇବେଲ4 ତଥାପି ମିସର ଦେଶଠାରୁ ଆମ୍ଭେ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ଅଟୁ ଓ ତୁମ୍ଭେ ଆମ୍ଭ ଛଡ଼ା ଆଉ କାହାକୁ ପରମେଶ୍ୱର ବୋଲି ଜାଣିବ ନାହିଁ ଓ ଆମ୍ଭ ବ୍ୟତୀତ ଅନ୍ୟ ତ୍ରାଣକର୍ତ୍ତା ନାହିଁ। Gade chapit laପବିତ୍ର ବାଇବଲ4 “ମିଶରରେ ତୁମ୍ଭେମାନେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ହୋଇ ଆସିଛୁ। ତୁମ୍ଭେମାନେ ଆମ୍ଭ ବ୍ୟତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନ ଥିଲ। ଆମ୍ଭେ ଏକମାତ୍ର ବ୍ୟକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ। Gade chapit la |