Biblia Todo Logo
Bib sou entènèt

- Piblisite -




ହୋଶେୟ 13:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ହୃଦୟକୋଷ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।

Gade chapit la Kopi

ଓଡିଆ ବାଇବେଲ

8 ଆମ୍ଭେ ଛୁଆହରା ଭଲ୍ଲୁକୀ ପରି ସେମାନଙ୍କୁ ହାବୁଡ଼ିବା ଓ ସେମାନଙ୍କର ବକ୍ଷକୁ ବିଦୀର୍ଣ୍ଣ କରିବା; ଆଉ, ସିଂହ ନ୍ୟାୟ ଆମ୍ଭେ ସେଠାରେ ସେମାନଙ୍କୁ ଗ୍ରାସ କରିବା; ବନ୍ୟ ପଶୁ ସେମାନଙ୍କୁ ବିଦୀର୍ଣ୍ଣ କରିବ।

Gade chapit la Kopi

ପବିତ୍ର ବାଇବଲ

8 ଭାଲୁ ପାଖରୁ ତା’ ଛୁଆକୁ ଅପହରଣ କଲେ ସେ ଯେପରି ହିଂସ୍ର ହୁଏ, ଆମ୍ଭେ ସେହିପରି ହିଂସ୍ର ହୋଇ ସେମାନଙ୍କୁ ଆକ୍ରମଣ କରିବା। ଆମ୍ଭେ ସେମାନଙ୍କୁ ଆକ୍ରମଣ କରି ସେମାନଙ୍କର ବକ୍ଷକୁ ବିଦାରଣ କରିବା। ସିଂହ ଓ ଅନ୍ୟ ବନ୍ୟ ପ୍ରାଣୀ ଶିକାରକୁ ଚିରି ଖାଇଲା ପରି ଆମ୍ଭେ ସେମାନଙ୍କୁ ସେହିପରି ଖଣ୍ତ ବିଖଣ୍ତିତ କରିବା।

Gade chapit la Kopi




ହୋଶେୟ 13:8
11 Referans Kwoze  

ହୂଶୟ ଆହୁରି କହିଲା, “ଆପଣ ଆପଣା ପିତାଙ୍କୁ ଓ ତାଙ୍କ ଲୋକମାନଙ୍କୁ ଜାଣନ୍ତି, ସେମାନେ ତ ବୀର ଓ କ୍ଷେତ୍ରରେ ଛୁଆହରା ଭଲ୍ଲୁକୀ ପରି ସେମାନେ ଉଗ୍ର ହୋଇଥିବେ, ପୁଣି ଆପଣଙ୍କ ପିତା ଯୋଦ୍ଧା ଓ ସେ ରାତ୍ରିରେ ଲୋକମାନଙ୍କ ସଙ୍ଗରେ ରହିବେ ନାହିଁ।


ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।


ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।


ସେମାନଙ୍କର ଗର୍ଜ୍ଜନ ସିଂହୀର ଗର୍ଜ୍ଜନ ପରି, ସେମାନେ ଯୁବା ସିଂହ ପରି ଗର୍ଜ୍ଜନ କରିବେ; ଆହୁରି, ସେମାନେ ଗର୍ଜ୍ଜନ କରି ଓ ଶିକାର ଧରି ନିରାପଦରେ ତାହା ନେଇଯିବେ ଓ ଉଦ୍ଧାର କରିବାକୁ କେହି ନ ଥିବେ।


ଛୁଆହରା ଭଲ୍ଲୁକୀ ପଛେ ମନୁଷ୍ୟକୁ ଭେଟୁ, ନିଜ ଅଜ୍ଞାନତାରେ ମଗ୍ନ ମୂର୍ଖ ନ ଭେଟୁ।


ବନରୁ ବରାହ ଆସି ତାହା ଉଜାଡ଼ି ପକାଏ ଓ ବିଲର ପଶୁଗଣ ତାହା ଖାଇଯାʼନ୍ତି।


“ହେ ପରମେଶ୍ୱରଙ୍କୁ ପାସୋରିବା ଲୋକମାନେ, ତୁମ୍ଭେମାନେ ଏହା ବିବେଚନା କର, ନୋହିଲେ ଆମ୍ଭେ ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିବା, ପୁଣି, ଉଦ୍ଧାର କରିବାକୁ କେହି ନ ଥିବ।


ସେ ସିଂହ ତୁଲ୍ୟ ଆପଣା ଗହ୍ୱର ତ୍ୟାଗ କରିଅଛନ୍ତି; ତାହାଙ୍କର ଉତ୍ପୀଡ଼କ ଖଡ୍ଗର ଭୟଙ୍କରତା ସକାଶୁ ଓ ତାହାଙ୍କର ପ୍ରଚଣ୍ଡ କ୍ରୋଧ ସକାଶୁ ଦେଶ ବିସ୍ମୟ ସ୍ଥାନ ହୋଇଅଛି।”


ଆଉ, ସେ ଆପଣାର ଯେଉଁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ବିଷୟରେ କହିଥିଲା ଏହିସବୁ ମୋର ପ୍ରେମିକଗଣ ମୋର ବେତନ ସ୍ୱରୂପେ ମୋତେ ଦେଇଅଛନ୍ତି, ସେହି ସବୁ ଆମ୍ଭେ ଉଜାଡ଼ କରିବା; ଆଉ, ଆମ୍ଭେ ସେହି ସବୁକୁ ଅରଣ୍ୟ କରିବା, ତହିଁରେ ବନ୍ୟ ପଶୁଗଣ ତାହା ଖାଇ ପକାଇବେ।


କାରଣ ଆମ୍ଭେ ଇଫ୍ରୟିମ ପ୍ରତି ସିଂହ ତୁଲ୍ୟ ଓ ଯିହୁଦା ବଂଶ ପ୍ରତି ଯୁବା ସିଂହ ତୁଲ୍ୟ ହେବା। ଆମ୍ଭେ, ଆମ୍ଭେ ହିଁ ବିଦୀର୍ଣ୍ଣ କରି ଚାଲିଯିବା; ଆମ୍ଭେ ସେମାନଙ୍କୁ ଟାଣି ଦୂରକୁ ନେଇଯିବା ଓ ଉଦ୍ଧାର କରିବା ପାଇଁ କେହି ନ ଥିବ।


Swiv nou:

Piblisite


Piblisite