ହୋଶେୟ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ‘ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ’ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ଵାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟାପ୍ରାପ୍ତ ହୁଏ। Gade chapit laଓଡିଆ ବାଇବେଲ3 ଅଶୂର ଆମ୍ଭମାନଙ୍କର ପରିତ୍ରାଣ କରିବ ନାହିଁ; ଆମ୍ଭେମାନେ ଅଶ୍ୱାରୋହଣ କରିବା ନାହିଁ; କିଅବା ତୁମ୍ଭେମାନେ ଆମ୍ଭମାନଙ୍କର ଦେବଗଣ ବୋଲି ଆପଣାମାନଙ୍କ ହସ୍ତକୃତ ବସ୍ତୁକୁ ଆଉ କହିବା ନାହିଁ; କାରଣ ପିତୃହୀନ ତୁମ୍ଭ ନିକଟରେ ଦୟା ପ୍ରାପ୍ତ ହୁଏ। Gade chapit laପବିତ୍ର ବାଇବଲ3 ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭେମାନେ ଯୁଦ୍ଧ ଅଶ୍ୱରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡ଼ିକୁ ‘ଆମ୍ଭର ପରମେଶ୍ୱର’ ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସେହି ପରମେଶ୍ୱର ଯିଏ କି ଅନାଥକୁ ଦୟା ଦେଖାଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।” Gade chapit la |
ପୁଣି, ସେମାନେ ଆପଣାମାନଙ୍କର ପ୍ରତିମାଗଣ ଦ୍ୱାରା କିଅବା ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ଅଥବା ଆପଣାମାନଙ୍କର କୌଣସି ଆଜ୍ଞାଲଙ୍ଘନ ଦ୍ୱାରା ଆପଣାମାନଙ୍କୁ ଆଉ ଅଶୁଚି କରିବେ ନାହିଁ; ମାତ୍ର ସେମାନେ ଯେଉଁ ସକଳ ବାସ ସ୍ଥାନରେ ପାପ କରିଅଛନ୍ତି, ସେମାନଙ୍କର ସେହି ସକଳ ବାସସ୍ଥାନରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରି ଶୁଚି କରିବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା।