Biblia Todo Logo
Bib sou entènèt

- Piblisite -




ହୋଶେୟ 14:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ୍ ପରି ହେବ।

Gade chapit la Kopi

ଓଡିଆ ବାଇବେଲ

6 ତାହାର ଶାଖାସବୁ ବିସ୍ତାରିତ ହେବ ଓ ତାହାର ଶୋଭା ଜୀତବୃକ୍ଷ ତୁଲ୍ୟ ଓ ତାହାର ସୁବାସ ଲିବାନୋନ ପରି ହେବ।

Gade chapit la Kopi

ପବିତ୍ର ବାଇବଲ

6 ଇସ୍ରାଏଲ ଶାଖାଗୁଡ଼ିକ ବଢ଼ିବେ ଓ ସେ ଗୋଟିଏ ସୁନ୍ଦର ଅଲିଭ୍ ଗଛ ଭଳି ହେବ। ଲିବାନୋ‌ନ୍‌ର ଦେବଦାରୁ ଗଛଗୁଡ଼ିକ ସୁବାସ ବିତରଣ କଲାପରି ସେ ହେବ।

Gade chapit la Kopi




ହୋଶେୟ 14:6
19 Referans Kwoze  

ମାତ୍ର ମୁଁ ପରମେଶ୍ୱରଙ୍କ ଗୃହରେ ସତେଜ ଜୀତବୃକ୍ଷ ତୁଲ୍ୟ ଅଛି। ମୁଁ ଅନନ୍ତକାଳ ପରମେଶ୍ୱରଙ୍କ ଦୟାରେ ବିଶ୍ୱାସ କଲି।


ମୁଁ ସବୁ ପାଇଅଛି, ପୁଣି, ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ବରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ।


“ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ।


ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, “ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା।


ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍‍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।


ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ।


ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍‌ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦ ପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋʼ ପୁତ୍ରର ସୁଗନ୍ଧି;


ଧାର୍ମିକ ଲୋକ ତାଳ ବୃକ୍ଷ ପରି ବର୍ଦ୍ଧିଷ୍ଣୁ ହେବ; ସେ ଲିବାନୋନରେ ଏରସ ବୃକ୍ଷ ତୁଲ୍ୟ ବୃଦ୍ଧି ପାଇବ।


ଭବିଷ୍ୟତ କାଳରେ ଯାକୁବ ଚେର ବାନ୍ଧିବ; ଇସ୍ରାଏଲ ମୁକ୍ତ ଓ ପ୍ରଫୁଲ୍ଲ ହେବ ଓ ସେମାନେ ଭୂମଣ୍ଡଳକୁ ଫଳରେ ପରିପୂର୍ଣ୍ଣ କରିବେ।


ତାହା ଅତିଶୟ ପ୍ରଫୁଲ୍ଲ ହେବ, ପୁଣି ଆନନ୍ଦ ଓ ଗାନ କରି ଉଲ୍ଲସିତ ହେବ; ଲିବାନୋନର ପ୍ରତାପ, କର୍ମିଲ ଓ ଶାରୋଣର ଶୋଭା ତାହାକୁ ଦତ୍ତ ହେବ; ସେମାନେ ସଦାପ୍ରଭୁଙ୍କର ପ୍ରତାପ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଶୋଭା ଦେଖିବେ।


ପୁଣି, ତୁମ୍ଭେମାନେ ଏହା ଦେଖିବ ଓ ତୁମ୍ଭମାନଙ୍କର ହୃଦୟ ପ୍ରଫୁଲ୍ଲ ହେବ, ଆଉ ତୁମ୍ଭମାନଙ୍କର ଅସ୍ଥି ନବୀନ ତୃଣ ତୁଲ୍ୟ ସତେଜ ହେବ; ପୁଣି, ସଦାପ୍ରଭୁଙ୍କର ହସ୍ତ ତାହାଙ୍କ ଦାସମାନଙ୍କ ପକ୍ଷରେ ପ୍ରକାଶିତ ହେବ ଓ ସେ ଆପଣା ଶତ୍ରୁମାନଙ୍କ ବିରୁଦ୍ଧରେ କୋପାନ୍ୱିତ ହେବେ।


ପୁଣି, ଆମ୍ଭେମାନେ ଜ୍ଞାତ ହେଉ, ସଦାପ୍ରଭୁଙ୍କୁ ଜାଣିବା ନିମନ୍ତେ ତାହାଙ୍କ ପଶ୍ଚାତ୍‍ଗମନ କରୁ; ତାହାଙ୍କର ଉଦୟ ପ୍ରତ୍ୟୁଷ ତୁଲ୍ୟ ନିଶ୍ଚିତ; ଆଉ ସେ ଆମ୍ଭମାନଙ୍କ ନିକଟକୁ ବୃଷ୍ଟି ତୁଲ୍ୟ, ଭୂମି-ସେଚନକାରୀ ଶେଷ ବୃଷ୍ଟି ତୁଲ୍ୟ ଆସିବେ।”


Swiv nou:

Piblisite


Piblisite