Biblia Todo Logo
Bib sou entènèt

- Piblisite -




ହୋଶେୟ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନ୍ର ଦ୍ରାକ୍ଷାରସ ତୁଲ୍ୟ ହେବ।

Gade chapit la Kopi

ଓଡିଆ ବାଇବେଲ

7 ତାହାର ଛାୟା ତଳେ ବାସକାରୀମାନେ ଫେରି ଆସିବେ; ସେମାନେ ଶସ୍ୟ ପରି ସଂଜୀବିତ ହେବେ ଓ ଦ୍ରାକ୍ଷାଲତା ପରି ପ୍ରସ୍ପୁଟିତ ହେବେ; ତହିଁର ସୁବାସ ଲିବାନୋନର ଦ୍ରାକ୍ଷାରସ ତୁଲ୍ୟ ହେବ।

Gade chapit la Kopi

ପବିତ୍ର ବାଇବଲ

7 ଇସ୍ରାଏଲ ଲୋକମାନେ ପୁନର୍ବାର ମୋର ସୁରକ୍ଷାରେ ବଞ୍ଚିବେ। ସେମାନେ ଶସ୍ୟ ସଦୃଶ ବଢ଼ିବେ, ସେମାନେ ଦ୍ରାକ୍ଷାଲତା ପରି ଫଳ ଧାରଣ କରିବେ। ସେମାନେ ଲିବାନୋ‌ନ୍‌ର ଦ୍ରାକ୍ଷାରସ ପରି ସମୃଦ୍ଧ ହେବେ।

Gade chapit la Kopi




ହୋଶେୟ 14:7
17 Referans Kwoze  

ଯେଉଁ ଜନ ସର୍ବୋପରିସ୍ଥଙ୍କ ଆବୃତ ସ୍ଥାନରେ ବାସ କରେ, ସେ ସର୍ବଶକ୍ତିମାନଙ୍କ ଛାୟା ତଳେ ବସତି କରିବ।


ଯୀଶୁ ତାହାଙ୍କୁ କହିଲେ, “ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋʼ ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,


କାରଣ ଶାନ୍ତିଯୁକ୍ତ ବୀଜ ବୁଣାଯିବ। ଦ୍ରାକ୍ଷାଲତା ଫଳବତୀ ହେବ ଓ ଭୂମି ଆପଣା ଫଳ ଉତ୍ପନ୍ନ କରିବ, ଆଉ ଆକାଶ ଆପଣା ଶିଶିର ଦାନ କରିବ ଓ ଆମ୍ଭେ ଏହି ଅବଶିଷ୍ଟାଂଶ ଲୋକମାନଙ୍କୁ ଏହି ସମସ୍ତର ଅଧିକାରୀ କରାଇବା।


ଆମ୍ଭେ ଇସ୍ରାଏଲ ପକ୍ଷରେ କାକର ତୁଲ୍ୟ ହେବା; ସେ କଇଁଫୁଲ ତୁଲ୍ୟ ଫୁଟିବ ଓ ଲିବାନୋନର ତୁଲ୍ୟ ମୂଳ ବାନ୍ଧିବ।


ଦୁଇ ଦିନ ଉତ୍ତାରେ ସେ ଆମ୍ଭମାନଙ୍କୁ ସଂଜୀବିତ କରିବେ; ତୃତୀୟ ଦିନରେ ଆମ୍ଭମାନଙ୍କୁ ଉଠାଇବେ ଓ ଆମ୍ଭେମାନେ ତାହାଙ୍କ ଛାମୁରେ ବଞ୍ଚିବୁ।


ପୁଣି, ପୃଥିବୀ ଶସ୍ୟକୁ, ଦ୍ରାକ୍ଷାରସକୁ ଓ ତୈଳକୁ ଉତ୍ତର ଦେବ; ଆଉ, ସେହି ସମସ୍ତେ ଯିଷ୍ରିୟେଲକୁ ଉତ୍ତର ଦେବେ;


ଇସ୍ରାଏଲର ଉଚ୍ଚତମ ପର୍ବତରେ ଆମ୍ଭେ ତାହା ରୋପଣ କରିବା, ତହିଁରେ ତାହା ଶାଖାବିଶିଷ୍ଟ ଓ ଫଳବାନ ହୋଇ ଉତ୍ତମ ଏରସ ବୃକ୍ଷ ହେବ; ତହିଁର ତଳେ ସର୍ବଜାତୀୟ ପକ୍ଷୀ ବାସ କରିବେ; ସେମାନେ ତହିଁର ଶାଖାମାନର ଛାୟାରେ ବାସ କରିବେ।


କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।


ମୁଁ ଉପତ୍ୟକାର ନବୀନ ବୃକ୍ଷସବୁ ଦେଖିବାକୁ, ଦ୍ରାକ୍ଷାଲତା ପଲ୍ଲବିତ ହୋଇଅଛି କି ନାହିଁ ଓ ଡାଳିମ୍ବ ଫୁଲ ଧରିଅଛି କି ନାହିଁ, ଦେଖିବାକୁ ଆକ୍‍ରୋଟ୍‍ ଉଦ୍ୟାନକୁ ଗଲି।


ଯେପରି ବନବୃକ୍ଷମାନଙ୍କ ମଧ୍ୟରେ ନାଗରଙ୍ଗ ବୃକ୍ଷ, ସେପରି ଯୁବାମାନଙ୍କ ମଧ୍ୟରେ ମୋହର ପ୍ରିୟତମ। ମୁଁ ପରମ ଆନନ୍ଦରେ ତାଙ୍କ ଛାୟା ତଳେ ବସିଲି ଓ ତାଙ୍କ ଫଳ ମୋʼ ତୁଣ୍ଡକୁ ସ୍ୱାଦ ଲାଗିଲା।


ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ ରଖିବ, ତୁମ୍ଭେ ମୋʼ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ।


ତୁମ୍ଭର ଲୋକମାନେ ଯେପରି ତୁମ୍ଭଠାରେ ଆନନ୍ଦ କରିବେ, ଏଥିପାଇଁ ତୁମ୍ଭେ କି ପୁନର୍ବାର ଆମ୍ଭମାନଙ୍କୁ ସଜୀବ କରିବ ନାହିଁ?


ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ।


ଆହୁରି, ସଦାପ୍ରଭୁ କହନ୍ତି, ସେହି ଦିନ ଆମ୍ଭେ ଉତ୍ତର ଦେବା, ଆମ୍ଭେ ଆକାଶମଣ୍ଡଳକୁ ଉତ୍ତର ଦେବା ଓ ଆକାଶମଣ୍ଡଳ ପୃଥିବୀକୁ ଉତ୍ତର ଦେବ;


ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ।


Swiv nou:

Piblisite


Piblisite