ହୋଶେୟ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ସେସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ଵାର ନିମନ୍ତେ ଆଖୋର ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନକାଳରେ ଓ ମିସର ଦେଶରୁ ଆସିବା ଦିନରେନ ଉତ୍ତର କରିଥିଲା, ସେପରି ସେସ୍ଥାନରେ ଉତ୍ତର କରିବ। Gade chapit laଓଡିଆ ବାଇବେଲ15 ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।” Gade chapit laପବିତ୍ର ବାଇବଲ15 ସେଠାରେ ଆମ୍ଭେ ତାକୁ ଦ୍ରାକ୍ଷାକ୍ଷେତ୍ର ଦେବା। ଆମ୍ଭେ ତାକୁ ଆଶାର ଦ୍ୱାର ସ୍ୱରୂପ ଆଖୋର ଉପତ୍ୟକା ଦେବା। ତା'ପରେ ସେ ମିଶର ଦେଶରୁ ଆସିଲା ସମୟ ପରି ଉତ୍ତର କରିବ।” Gade chapit la |
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ଗୋଷ୍ଠୀଗଣ ମଧ୍ୟରେ ଇସ୍ରାଏଲ ବଂଶ ଛିନ୍ନଭିନ୍ନ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଯେତେବେଳେ ଆମ୍ଭେ ସେମାନଙ୍କୁ ସଂଗ୍ରହ କରିବା ଓ ନାନା ଦେଶୀୟମାନଙ୍କ ସାକ୍ଷାତରେ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ପ୍ରତିପନ୍ନ ହେବା, ସେତେବେଳେ ଆମ୍ଭେ ନିଜ ଦାସ ଯାକୁବକୁ ଯେଉଁ ଦେଶ ଦେଇଥିଲୁ, ସେମାନେ ଆପଣାମାନଙ୍କର ସେହି ଦେଶରେ ବାସ କରିବେ।