ହୋଶେୟ 2:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ, ସେଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ଼୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା,। Gade chapit laଓଡିଆ ବାଇବେଲ18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା। Gade chapit laପବିତ୍ର ବାଇବଲ18 “ସେତେବେଳେ ଆମ୍ଭେ ସ୍ଥଳଚର ପ୍ରାଣୀ, ଆକାଶର ପକ୍ଷୀ, ଓ ସରିସୃପମାନଙ୍କ ସହିତ ଗୋଟିଏ ଚୁକ୍ତି କରିବା। ଆମ୍ଭେ ଧନୁ, ଖଣ୍ତା ଓ ସମସ୍ତ ଯୁଦ୍ଧ ଅସ୍ତ୍ରଗୁଡ଼ିକୁ ଭାଙ୍ଗି ଦେବା ଏବଂ ଆମ୍ଭେ ସେମାନଙ୍କୁ ନିରାପଦରେ ଶୟନ କରିବାକୁ ଦେବା। Gade chapit la |