ହୋଶେୟ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)20 ଆମ୍ଭେ ତୁମ୍ଭକୁ ବିଶ୍ଵସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ। Gade chapit laଓଡିଆ ବାଇବେଲ20 ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।” Gade chapit laପବିତ୍ର ବାଇବଲ20 ତୁମ୍ଭକୁ ଆମ୍ଭର ବିଶ୍ୱସ୍ତ ପତ୍ନୀ କରିବା। ସେତେବେଳେ ତୁମ୍ଭେ ପ୍ରକୃତ ସଦାପ୍ରଭୁଙ୍କୁ ଜାଣିବ। Gade chapit la |
ପୁଣି, ସେ ଅନେକ ଗୋଷ୍ଠୀୟମାନଙ୍କ ମଧ୍ୟରେ ବିଚାର କରିବେ ଓ ଦୂରସ୍ଥିତ ବଳବାନ ଗୋଷ୍ଠୀୟମାନଙ୍କ ସମ୍ବନ୍ଧରେ ନିଷ୍ପତ୍ତି କରିବେ; ତହିଁରେ ସେମାନେ ଆପଣା ଆପଣା ଖଡ୍ଗ ଭାଙ୍ଗି ଲଙ୍ଗଳର ଫାଳ କରିବେ ଓ ଆପଣା ଆପଣା ବର୍ଚ୍ଛା ଭାଙ୍ଗି ଦାଆ ନିର୍ମାଣ କରିବେ; ଏକ ଦେଶୀୟ ଲୋକେ ଅନ୍ୟ ଦେଶୀୟ ଲୋକଙ୍କ ବିରୁଦ୍ଧରେ ଖଡ୍ଗ ଉଠାଇବେ ନାହିଁ, କିଅବା ସେମାନେ ଆଉ ଯୁଦ୍ଧ ଶିଖିବେ ନାହିଁ।